-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

*ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-

09-Sep-2026



(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ବ୍ଲକ ବିଶିମୁଣ୍ଡା ଗାଁ ର ଅବସର ପ୍ରାପ୍ତ ବନ୍ଦୋବସ୍ତ କର୍ମଚାରୀ ମୁରଲୀ ଧର ଶତପଥୀ ଙ୍କ ଦେହାନ୍ତ ଘଟିଛି l ଏ ଖବର ରେ ବିଶିମୁଣ୍ଡା ପଞ୍ଚାୟତ ତଥା ସମଗ୍ର ଅଞ୍ଚଳ ରେ ଶୋକ ର ଛାୟା ଖେଳି ଯାଇଛି l  ଶ୍ରୀ ଶତପଥୀ ଜଣେ ଖୂବ୍ ଶାନ୍ତ ସରଳ ନିଷ୍କପଟ ଓ ଅମାୟିକ ବ୍ୟକ୍ତିତ୍ୱ ଥିବା ବେଳେ ସେ ବନ୍ଦୋବସ୍ତ କର୍ମଚାରୀ ଭାବେ  ବଲାଙ୍ଗିର ଜିଲ୍ଲା ରେ ଚାକିରୀ ରେ ଯୋଗ ଦାନ କରି ପରେ ସମ୍ବଲପୁର , କଳାହାଣ୍ଡି ଓ ସୁବର୍ଣ୍ଣପୁର ଜିଲ୍ଲା ଖାରୀ କାର୍ଯ୍ୟାଳୟ ରେ ସଚ୍ଚୋଟ ଓ ଶୃଂଖଳା  ନିଷ୍ଠାପର ଭାବେ କାର୍ଯ୍ଯ ତୁଲାଇ ସଧାରଣ ଲୋକ ଙ୍କ ପ୍ରିୟ ଭାଜନ ହୋଇ ପାରିଥିଲେ l ଗାଁ ଶ୍ମଶାନ ଘାଟରେ ଆଜି ସକାଳେ ଶ୍ରୀ ଶତପଥୀ ଙ୍କ ମର ଶରୀର ର ଅନ୍ତିମ ସଂସ୍କାର କରାଯାଇଥିଲା l ଶ୍ରୀ ଶତପଥୀ ଙ୍କ ବଡ ପୁଅ ତଥା ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ମହା ବିଦ୍ୟାଳୟ ରେ କାର୍ଯ୍ଯ କରିଥିବା ଇଂରାଜୀ ବିଭାଗ  ପ୍ରାଧ୍ୟାପକ କୃଷ୍ଣ ଚନ୍ଦ୍ର ଶତପଥୀ ପିତା ଙ୍କୁ ମୁଖାଗ୍ନି ଦେଇଥିଲେ l  ବଡ଼ ଭଉଣୀ ବିଶାଖା ତ୍ରିପାଠୀ, ଭାଇ ହରିହର ଶତପଥୀ, ମଝିଆ ପୁଅ ରାମ ଚନ୍ଦ୍ର, ସାନ ପୁଅ ଶ୍ୟାମ ସୁନ୍ଦର , ଝିଅ ସନ୍ତ୍ତୋସିନି, ଜ୍ୱାଇଁ , ଭଣଜା ନିରଞ୍ଜନ ତ୍ରିପାଠୀ, ମନୋରଞ୍ଜନ ତ୍ରିପାଠୀ, ଦେବ ରଞ୍ଜନ ତ୍ରିପାଠୀ ଙ୍କ ସମେତ ସମସ୍ତ ପୁତ୍ର ବଧୂ, ନାତି ନାତୁଣୀ ଆତ୍ମୀୟ ସ୍ଵଜନ ଅନ୍ତିମ ବିଦାୟ ବେଳେ ଉପସ୍ଥିତ ଥିଲେ l ଜ୍ୱାଇଁ ପଦ୍ମ ନେତ୍ର ଗୁରୁ, ଆଡଭୋକେଟ୍ ରାଜ କିଶୋର ମିଶ୍ର, ଘଡ଼ି ଗୋପାଳ ମିଶ୍ର, ଛନ୍ଦା ଚରଣ ମିଶ୍ର, ଅଧ୍ୟାପକ ସୀତାରାମ ଶତପଥୀ, ଅମ୍ବୁଜ ବିହାରୀ ଶତପଥୀ, ପ୍ରଭାତ ଶତପଥୀ, ଗୋପୀ ନାଥ ମିଶ୍ର, ମନରଞ୍ଜନ ମିଶ୍ର , ବିଦ୍ୟାଧର ମିଶ୍ର , ସଞ୍ଜୀବ ମିଶ୍ର ,  ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ସନ୍ତୋଷ ପଧାନ ପ୍ରମୁଖ ସୋନପୁର ବଲାଂଗୀର ଅଞ୍ଚଳ ର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇ ସ୍ଵର୍ଗୀୟ ଶତପଥୀ ଙ୍କ ଅନ୍ତିମ ଦର୍ଶନ ସହ ଅନ୍ତିମ ସଂସ୍କାର ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like