-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||     

HOME   ଜିଲ୍ଲା

ଆଇଏଏସ ପରୀକ୍ଷାରେ ପ୍ରଥମ ପେପରରେ ପାସ୍ କରିଥିବା କମଳ ବରିହାଙ୍କୁ ଜିଲ୍ଲା ବିଂଝାଲ ସମାଜ ତରଫରୁ ଆର୍ଥିକ ସହାୟତା ପ୍ରଦାନ

12-Feb-2021



 ଖପ୍ରାଖୋଲ,(ଗୋରେଖନାଥ ବରିହା): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ସାନବାଞିପାଲି ଗ୍ରାମର ଗରୀବ ଆଦିବାସୀ ସଂପ୍ରଦାୟ (ବିଂଝାଲ) ପରିବାରର କମଳ ବରିହା ଆଇ.ଏ.ଏସ ପରୀକ୍ଷା ଦେଇ ପ୍ରଥମ ପେପରରେ ପାସ କରିଛନ୍ତି । କମଳ ଅର୍ଥlଭାବ ଯୋଗୁଁ ଅନ୍ୟ ପେପର ଗୁଡିକର ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ବେଳେ ତାଙ୍କର ଅର୍ଥlଭାବ ଯୋଗୁଁ ସେ  ଆଇ.ଏ.ଆସ ପରୀକ୍ଷା ଦେବାକୁ  ସେ କୋଚିଂ କ୍ଳାସ  କରିପାରୁ ନ ଥିଲେ । କମଳ  ସର୍ବଭାରତୀୟ ବିଝାଂଲ ସମାଜ ଉପଲାଟ ସଭାପତି ଚନ୍ଦ୍ରଶେଖରବାଗଙ୍କୁ ଆର୍ଥିକ ସହାୟତା ଦେବାକୁ ଅନୁରୋଧ କରିଥିଲେ । ଧୁବଲପଡା ଠାରେ ବିଂଝାଲା ସମାଜ ର ବ୍ଳକ ସ୍ତରୀୟ  ଅନୁଷ୍ଠିତ ବୈଠକରେ ବିଂଝାଲ ସମାଜ ପକ୍ଷରୁ  କମଳ ବରିହାଙ୍କୁ  ପାଞ୍ଚ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା । କମଳ ଚଙ୍ଗରିଆ ପାଞ୍ଚଛକ ସ୍ଥିତ ମାଁ ପାଟଣେଶ୍ଵରୀ ମହାବିଦ୍ୟାଳୟରୁ  ବିଜ୍ଞାନ ରେ  ବି. ଏ ପାସ କରିଛନ୍ତି । କମଳ  ବିଂଝାଲ  ସମାଜର ଜଣେ ଗରିବ ମେଧାବୀ ଛାତ୍ର ହୋଇ ଥିବାରୁ ଅର୍ଥ ହିଁ ଆଇ. ଏ. ଏସ ପରୀକ୍ଷା ପ୍ରସ୍ତୁତିରେ ଅନ୍ତରାୟ ସ୍ରୁଷ୍ଟି କରୁଛି ବୋଲି ପ୍ରକାଶ କରିଛନ୍ତି ।  କମଳ ବରିହାଙ୍କ ପ୍ରତି ଜିଲ୍ଲା ପ୍ରଶାସନର ସୁଦୃଷ୍ଟି ପକାଇ କିଛି ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like