-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି

09-Sep-2026



ବରପାଲି  (ସୁଦାମ ଦୀପ)ନୂଆଖାଇ ପୂର୍ବରୁ ସାମାଜିକ ସୁରକ୍ଷା ଭତ୍ତାର ବକେୟା ରାଶି ତୁରନ୍ତ ପ୍ରଦାନ ଦାବିରେ ବରଗଡ଼ ବିଜେଡି ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ଭତ୍ତା ବଣ୍ଟନରେ ଅନିୟମିତତା ଅଭିଯୋଗ କରି ବୃଦ୍ଧବୃଦ୍ଧା, ବିଧବା ଓ ଦିବ୍ୟାଙ୍ଗଙ୍କୁ ଶୀଘ୍ର ଭତ୍ତା ଦେବାକୁ ଦଳ ଦାବି କରିଛି। ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ରିତା ସାହୁ, ସ୍ନେହାଙ୍ଗିନୀ ଛୁରିଆ ଓ ଜିଲ୍ଲା ସଭାପତି ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ହିତାଧିକାରୀ ଏହି ଦାବିପତ୍ର ଦେଇଥିଲେ। ଦାବି ପୂରଣ ନହେଲେ ବ୍ଲକ୍‌ ଓ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଆନ୍ଦୋଳନ କରାଯିବ ବୋଲି ବିଜେଡି ଚେତାବନୀ ଦେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like