-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ

09-Sep-2026



ବରପାଲି  (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି ଅନ୍ତର୍ଗତ ବାଗବାଡି ଗ୍ରାମର ହାଟପଡା ତରଫରୁ ଆସନ୍ତା ସେପ୍ଟେମ୍ବର ୨୫  ରୁ ୨୭ ପର୍ଯ୍ୟନ୍ତ ୬୦ ତମ ଅନନ୍ତ ବ୍ରତ ଯାତ୍ରା ଉପଲକ୍ଷେ କଂସ ଦରବାର ଅନୁଷ୍ଠିତ କରିବା  ପାଇଁ କଂସ ଭୂମିକାରେ ଅଭିନୟ କରିବେ ବରଗଡ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାରେ ସୁନାସ ଏଂବ କେସି ଭୂମିକାରେ ଅଭିନୟ କରି ଦର୍ଶକଙ୍କୁ ମନ ମୂଗ୍ଧ କରିଥିବା ଟୁଙ୍ଗିବନ୍ଦଳି ଗ୍ରାମର ଶ୍ରୀମାନ ସୁଦାମ ବିଶି। ତାଙ୍କୁ ଆଜି ବାଗବାଡି ହାଟପଡା ଯାତ୍ରା କମିଟୀ ତରଫରୁ ବରଣ କରା ଯାଇଛି, ଏଥିରେ ଯାତ୍ରା କମିଟୀର ସଭାପତି ପୂର୍ବତନ ସମ୍ବଲପୁରୀ ବସ୍ତ୍ରାଳୟର ଡାଇରେକ୍ଟର ଶ୍ରୀମାନ ରାଜେନ୍ଦ୍ର ମେହେର, ସଂପାଦକ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀମାନ ତେଜରାଜ ମେହେର, କୋଷାଧ୍ୟକ୍ଷ ତଥା ବରିଷ୍ଠ ସଦସ୍ଯ ଶ୍ରୀମାନ ଲିଙ୍ଗରାଜ ମେହେର ଏଂବ ପୂଜାରେ ୧୪ବର୍ଷ ପାଇଁ ସଙ୍କଳ୍ପ କରିଥିବା ଶ୍ରୀମାନ ଭକ୍ତ ଚରମ ମେହେରଙ୍କ ସମେତ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ। ଏ ବର୍ଷ ମୀନାବଜାର,ତଥା ଆକର୍ଷଣୀୟ ସୌଖୀନ ରଙ୍ଗମଞ୍ଚ କରି ଧୁମଧାମରେ ଅନନ୍ତ ପୂଜା ଯାତ୍ରା କରିବା ପାଇଁ ହାଟପଡା ଯାତ୍ରା କମିଟୀ ତରଫରୁ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like