-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି

09-Sep-2026



ବରଗଡ(ତୁଳସୀ ଚରଣ ଦାଶ):  ଭାରତରେ ଥିବା ଚାରୋଟି ଧାମ ମଧ୍ୟରୁ ପୂର୍ବରେ ପୁରୀ ଓ ପଶ୍ଚିମରେ ଦ୍ୱାରକା ଧାମ ଅଛି। ପ୍ରତିବର୍ଷ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଏହି ଧାମମାନଙ୍କୁ ଯାଇଥାନ୍ତି। ତେଣୁ, ଏହି ଦୁଇଧାମକୁ ରେଳ ଦ୍ଵାରା ଯୋଡିବାକୁ ପୁରୀ ଓ ଓଖା (ଦ୍ୱାରକା) ମଧ୍ୟରେ ଓଡ଼ିଶାର ମଧ୍ୟଭାଗ ଦେଇ ଟ୍ରେନ ଚଳାଇବାକୁ ସମ୍ବଲପୁର ଓ ବରଗଡ଼ ସଚେତନ ନାଗରିକମାନେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଲିଖିତ ଭାବରେ ଜଣାଇଛନ୍ତି।
ବର୍ତ୍ତମାନ, ପୁରୀରୁ ଓଖାକୁ ମାତ୍ର ଗୋଟିଏ ଟ୍ରେନ ଚାଲୁଅଛି। କିନ୍ତୁ, ଏହା ଆନ୍ଧ୍ରପ୍ରଦେଶର ବିଜୟୱାଡା ଦେଇ ପ୍ରାୟ ୨୭୭୭ କିମି ଅତିକ୍ରମ କରି ଯାଉଛି ଏବଂ ଏହି ଟ୍ରେନ ଦ୍ୱାରା ଓଡ଼ିଶାର ମାତ୍ର ତିନୋଟି (ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ) ଜିଲ୍ଲାବାସୀ ଉପକୃତ ହେଉଛନ୍ତି। ତେଣୁ, ପୁରୀରୁ ଓଖାକୁ ଆଉ ଏକ ନୂତନ ଟ୍ରେନ ସମ୍ବଲପୁର ଓ ଟିଟିଲାଗଡ ଦେଇ ଚଳାଇଲେ ଏହା ପ୍ରାୟ ୨୪୯୩ କିମି ଅତିକ୍ରମ କରିବ ଏବଂ ଏହା ଦ୍ୱାରା ୯ ଟି (ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡା) ଜିଲ୍ଲାବାସୀ ଉପକୃତ ହୋଇପାରିବେ। ଏହାଦ୍ୱାରା ଦୂରତା ମଧ୍ୟ ପ୍ରାୟ ୩୦୦ କିମି ଓ ସମୟ ପ୍ରାୟ ୬ ଘଣ୍ଟା ହ୍ରାସ ପାଇବ।
ଗୁଜରାଟର ରାଜକୋଟ, ମୋରବି, ଜାମନଗର ଆଦି ଶିଳ୍ପସମୃଦ୍ଧ ସହରରେ ପଶ୍ଚିମଓଡିଶାରୁ ଅନେକ ଲୋକ ଯାଇ ସେଠାରେ କାମ କରୁଛନ୍ତି। ଏହି ଟ୍ରେନ ଚାଲିଲେ, ସେମାନେ ଆଉ ଟ୍ରେନ ନ ବଦଳାଇ ସିଧା ଗୋଟିଏ ଟ୍ରେନରେ ଯାତାୟାତ କରିପାରିବେ।ତେଣୁ, ଧାର୍ମିକ, ଅର୍ଥନୈତିକ, ପର୍ଯ୍ୟଟନ ତଥା ସାମାଜିକ ଦୃଷ୍ଟିକୋଣରୁ ବିଚାର କରି ଏହି ଦୀର୍ଘଦିନରୁ ରହିଥିବା ରେଳ ଚଳାଇବା ଦାବିକୁ ପୂରଣ କରିବାକୁ ଶ୍ରୀ ପ୍ରଧାନଙ୍କୁ ନିବେଦନ କରାଯାଇଥିଲା। 
         ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like