-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ

09-Sep-2026



ନୁଆଁଖାଇ ପୂର୍ବ ପରଦିନ ଛାତ୍ରଛାତ୍ରୀ ପରୀକ୍ଷା ନ ରଖନ୍ତୁ ସରକାର- ନରସିଂହ

ବଲାଙ୍ଗିର(ପ୍ରେରଣା ଖବର)- ନୁଆଁଖାଇ ପଶ୍ଚିମ ଓଡିଶାର ସର୍ବବୃହତ ଗଣପର୍ବ ଅଟେ । ଏହି କୃଷିଭିତ୍ତିକ ପର୍ବ ଏହି ଅଂଚଳର ପ୍ରତ୍ୟେକ ପରିବାର ପାଳନ କରିଥାନ୍ତି । ଘର ଠାରୁ ଯିଏ ଯେତେ ଦୂରରେ ଥିଲେ ମଧ୍ୟ ପ୍ରତ୍ୟେକ ପରିବାରର ଲୋକେ ନିଜ ଭିଟାମାଟିକୁ ଏ ପର୍ବ ପାଳନ ପାଇଁ ଫେରି ଆସିଥାନ୍ତି । ଜିଲ୍ଲା ବାହାରେ ଥାଆନ୍ତୁ କି ରାଜ୍ୟ ବାହାରେ କି ଦେଶ ବାହାରେ ଥିଲେ ମଧ୍ୟ ନୁଆଁଖାଇ ପର୍ବ ସମସ୍ତଙ୍କୁ ଘରମୁହାଁ କରିଥାଏ । ତେଣୁ ଏହି କୃଷିଭିତ୍ତିକ ଗଣପର୍ବ ପାଇଁ ଆମ ଅଂଚଳ ଲୋକଙ୍କ ପାଇଁ ନୁଆଁଖାଇ ଦିନ ପୂର୍ବରୁ ଏବଂ ପର ଦିନ ମଧ୍ୟ ଛୁଟି ଦରକାର ହୋଇଥାଏ । ବହୁ ଆଗରୁ ବିଜୁ ପଟ୍ଟନାୟକଙ୍କ ସରକାର ସାରା ଓଡିଶାରେ ଗୋଟିଏ ଦିନ ନୁଆଁଖାଇ ପର୍ବ ପାଇଁ ଦିନ ଧାର୍ଯ୍ୟ କରିଥିଲେ । ପରବର୍ତ୍ତି ସରକାରମାନେ ସେ ସବୁ କୁ ପାଳନ କରୁଥିଲେ ହେଁ ନୁଆଁଖାଇ ପରବର୍ତ୍ତି ଦିନ ସେହି ଅଂଚଳର ରାଜସ୍ୱ କମିଶନରମାନେ ଆଉ ଗୋଟିଏ ଦିନ ଛୁଟି ଘୋଷଣା କରିଥାନ୍ତି କିନ୍ତୁ ଯେହେତୁ ନୁଆଁଖାଇ ପର୍ବ ପାଇଁ ଲୋକେ ଦୂରଦୂରାନ୍ତରୁ ଘରକୁ ଫେରିଥାନ୍ତି ତେଣୁ ପୁଣି କର୍ମସ୍ଥାନକୁ ଫେରିବାରେ ଲୋକଙ୍କୁ ସମୟ ଦରକାର ହୋଇଥାଏ । ସେଥି ପାଇଁ ରାଜ୍ୟ ସରକାରଙ୍କୁ ମୁଁ ଦାବି ଜଣାଉଁଛି ଯେ ରାଜ୍ୟ ସରକାର ପଶ୍ଚିମ ଓଡିଶା ବାସୀଙ୍କ ଭାବାବେଗ ସହିତ ଜଡିତ ଏହି କୃଷିଭିତ୍ତିକ ପର୍ବ ନୁଆଁଖାଇ ପାଇଁ ତିନିଦିନ ଛୁଟି ଘୋଷଣା କରନ୍ତୁ ବୋଲି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଆଗରେ ଦାବି କରିଛନ୍ତି । ତା ସହ ଶ୍ରୀ ମିଶ୍ର ଏହା ମଧ୍ୟ ଦାବି କରୁଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏହି ପର୍ବର ଗୁରୁତ୍ୱ କୁ ବୁଝି ରାଜ୍ୟରେ ଛାତ୍ର ଛାତ୍ରୀମାନଙ୍କର ତଥା ନିଯୁକ୍ତି କ୍ଷେତ୍ରରେ ପୂର୍ବରୁ ସ୍ଥିରୀକୃତ ହୋଇଯାଇଥିବା ପରୀକ୍ଷା ତାରିଖ ଗୁଡିକ ସମୟ ଥାଇ  ପରିବର୍ତ୍ତନ କରାନ୍ତୁ । ଏହି ଛୁଟି ଭିତରେ ଯେପରି କୌଣସି ପ୍ରକାର ପରୀକ୍ଷା ରାଜ୍ୟ ହେଉ କି କେନ୍ଦ୍ରୀୟ ସ୍ତରରେ ହେଉ ସେସବୁ କୁ ବାତିଲ ତଥା ଅନ୍ୟ ତାରିଖ ରେ କରିବାକୁ ପଦକ୍ଷେପ ନିଅନ୍ତୁ ବୋଲି ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିକଟରେ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like