-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||     

HOME   ଜିଲ୍ଲା

ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା

09-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସୋନପୁର ମୁଖ୍ୟ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଆହତ ହୋଇ ଛଟପଟ ହେଉଥିବା ମାଙ୍କଡକୁ କେତେକ ସ୍ୱେଚ୍ଛାସେବୀ ସେବା କରିଥିଲେ ମଧ୍ୟ ଶେଷରେ ମାଙ୍କଡଟି ଆଖି ବୁଜି ଦେଇଥିଲା ଯାହାକି ସେବାକାରୀ ମାନେ ମାଙ୍କଡ଼ର ମୃତ୍ୟୁରେ କିଛି ସମୟ ନିଜକୁ ସମ୍ଭାଳି ପାରି ନଥିଲେ  ।ଘଟଣାଟି ଦେଖିବାକୁ ମିଳିଥିଲା ମୁଖ୍ୟ ରାସ୍ତାର ଚୌକିଯୋର ବ୍ରିଜ ନିକଟରେ।ସୂଚନା ଯୋଗ୍ୟ ଯେ ବର୍ତ୍ତମାନ ଜଙ୍ଗଲରେ ଖାଦ୍ୟ ଅଭାବରୁ ମାଙ୍କଡ ମାନେ ଗାଁ ଓ ସହର ମୁହାଁ ହେଉଛନ୍ତି । ଏ ଘର ସେ ଘର ଡିଆଁ ମାରି ଦୌଡୁଛନ୍ତି  ।ବାଡ଼ି ବଗିଚାରେ ହୋଇଥିବା ପନିପରିବା ଖାଇ ଯାଉଛନ୍ତି ।ଲୋକେ ବାଧ୍ୟ ହୋଇ କ୍ଷତି ସହୁଛନ୍ତି ।ରାସ୍ତାରେ ମଧ୍ୟ ମାଙ୍କଡ ପଲ ଧା ଧପଡ କରୁଥିବା ବେଳେ କେତେକ ମାଙ୍କଡ ବିଭିନ୍ନ ଯାନବାହନରେ ପିଟି ହୋଇ ଜୀବନ ହାରୁଛନ୍ତି ।ଯାହାକି ଆଜି ଦିନ ପ୍ରାୟ ୨ଘଣ୍ଟା ୩୦ମି ରେ ଦେଖିବାକୁ ମିଳିଥିଲା ଏକ ମାଙ୍କଡ ଗାଡ଼ିରେ ପିଟି ହୋଇ ରାସ୍ତାରେ ଛଟପଟ ହେଉଥିଲା ଠିକ ସେହି ସମୟରେ କେତେକ ସେଚ୍ଛାସେବୀ ପହଞ୍ଚି ଆହତ ମାଙ୍କଡକୁ ପାଣି ପିଆଇ ତାର ସେବା କରିଥିଲେ।ଅଧିକ ଚିକିତ୍ସା ପାଇଁ ବନ ବିଭାଗ ଅଧିକାରୀଙ୍କୁ ଖବର ଦିଆଯାଇଥିଲା ହେଲେ  ଅଧଘଣ୍ଟା ପରେ ମାଙ୍କଡ ଟି ଆଖି ବୁଜି ଦେଇଥିଲା।ଯାହା ଫଳରେ ଉପସ୍ଥିତ ଥିବା ସ୍ୱେଚ୍ଛାସେବୀଙ୍କ ମନରେ ଦୁଃଖ ଅନୁଭବ ହୋଇଥିଲା ଶେଷରେ ମୃତ ମାଙ୍କଡ କୁ ରାସ୍ତା ପାର୍ଶ୍ୱରେ ଏକ ଗାତରେ ଦାହ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026

You Might Also Like