-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ

09-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର)- କଂଗ୍ରେସ ସେବାଦଳକୁ ସଂଗଠିତ ତଥା କ୍ରିୟାଶିଳ କରିବାପାଇଁ ଅଖିଳ ଭାରତ କଂଗ୍ରେସ ସେବାଦଳର ମୁଖ୍ୟ ସଂଗଠକ ଶ୍ରୀ ଶ୍ରୀନିବାସ ବି.ଭି. ଓଡ଼ିିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତାମାନଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଆଜି ଭୁବନେଶ୍ୱର କଂଗ୍ରେସ ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସେବାଦଳର ଅଧ୍ୟକ୍ଷ ଶ୍ରୀ ଶୁଭେନ୍ଦୁ ମହାନ୍ତି ପ୍ରକାଶ କରିଛନ୍ତି । ସାମ୍ବାଦିକ ସମ୍ମିଳନୀକୁ ଓପିସିସି ଗଣମାଧ୍ୟମ ଅଧ୍ୟକ୍ଷ ଅରବିନ୍ଦ ଦାସ ପରିଚାଳନା କରିଥିଲେ l

ଏହି ତାଲିକାରେ ମହିଳା ସଂଗଠିକା ଭାବରେ ଶ୍ରୀମତୀ ଗୀତାଞ୍ଜଳି ମହାନ୍ତି ନିଯୁକ୍ତି ପାଇଥିବା ବେଳେ ଉପସଭାପତି ଭାବରେ ମୁନୁ ସରାଫ ଓ ନଳିନୀ ବେହେରା ନିଯୁକ୍ତି ପାଇଛନ୍ତି । କୋଷାଧ୍ୟକ୍ଷ ଭାବରେ ଶ୍ରୀ ମିତ୍ରଭାନୁ ମହାପାତ୍ର, ସାଧାରଣ ସମ୍ପାଦକ ଭାବରେ ବିଜୟଲକ୍ଷ୍ମୀ ମହାପାତ୍ର, କୁଳମଣି ସାହୁ, ମନୋଜ ସାହୁ, ଏମଡି ସାହାଦୁଲ୍ଲା, ପ୍ରଦୀପ କୁମାର ସ୍ୱାଇଁ, ସନ୍ତୋଷ ପ୍ରଧାନ ଓ ଭୋକାଲି ସେଠୀ ନିଯୁକ୍ତି ପାଇଛନ୍ତି ।  ସମ୍ପାଦକ ଭାବରେ କିଶୋର କପୁର, ସୁବାଷ ମଲ୍ଲିକ, ସନ୍ଧ୍ୟାରାଣୀ ଦାସ, ତୃପ୍ତି ଦାସ, ବସନ୍ତ କୁମାର ପଣ୍ଡା, ଅଜିତା କର, ରମେଶ ମଲ୍ଲିକ, ଅଶୋକ ନାଥ, ଜ୍ୟୋତ୍ସା ବଗର୍ତୀ, ସମ୍ପଦ କୋଢ଼଼, ସଂଜୀବ ନାୟକ, ବିନୋଦିନୀ ଦ୍ୱୀପ, ସୁରେଶ ସାହୁକାର, ଅଜୟ କୁମାର ମହାନ୍ତି, ଅଭୟ କୁମାର ଜେନା, ପ୍ରସନ୍ନ କୁମାର  ପାଇକରାୟ, ଅକ୍ଷୟ କୁମାର ମଦୁଲି, ରଞ୍ଜନ କୁମାର ଭୋଇ, ରବି ହେମ୍ବ୍ରମ ଓ ଶଙ୍କର୍ଷଣ ରାଉତ ନିଯୁକ୍ତି ପାଇଛନ୍ତି । ସେହିପରି ଯୁଗ୍ମ ସମ୍ପାଦକ ଭାବରେ ପ୍ରଦୀପ କୁମାର ପାତ୍ର, ନବ କିଶୋର ସାଠୁଆ, ପିତାମ୍ବର ସେଠୀ, ଅର୍ଜ୍ଜୁନ ମଲ୍ଲିକ, ଧରିତ୍ରୀ ଜେନା, ଟୁଲୁ ଦାସ, ଅଶୋକ କୁମାର ସାମଲ, ମନୋଜ ଗୌଡ଼, ଦେବାଶିଷ ସାହୁ, ସଂଜୟ ବେହେରା, ଶାନ୍ତିଲତା ତାଣ୍ଡି, ପୁଷ୍ପା ଗଡ଼ତିଆ, ଝୁଲେନ୍ଦ୍ର ବାରିକ, ସୁନାଙ୍ଗ ଭୋଇ, ହେମନ୍ତ ନାୟକ, ତ୍ରୀନାଥ ନାୟକ, ତୋଫାନ ମଲ୍ଲିକ, ବିନାୟକ ଗୌଡ଼, ଏସକେ ହମିଦ ରାଜା, ଅବିନାଶ ସ୍ୱାଇଁ ଓ ସୁଶାନ୍ତ କୁମାର ମଲ୍ଲିକ ନିଯୁକ୍ତି ପାଇଛନ୍ତି । ପ୍ରଦେଶ ଧ୍ୱଜ ପ୍ରଭାରୀ ଓ କାର୍ଯ୍ୟାଳୟ ଇନଚାର୍ଜ ଭାବରେ ଜ୍ୟୋତିଷ କୁମାର ସାହୁ, ଗଣମାଧ୍ୟମ ବିଭାଗର ସଂଯୋଜକ ଭାବରେ ଶ୍ରୀ ଦୀପକ କୁମାର ମହାପାତ୍ର ଓ ଯୁଗ ସଂଯୋଜକ ଭାବରେ ଦେବାଶିଷ ମିଶ୍ର, ସାମାଜିକ ଗଣମାଧ୍ୟମର ସଂଯୋଜକ ଭାବରେ ଦୀପକ କୁମାର ସାହୁ, ଯୁଗ ସଂଯୋଜକ ଭାବରେ କୈଳାସ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି । ୩୫ ଗୋଟି ସାଂଗଠନିକ ଜିଲ୍ଳା ମଧ୍ୟରୁ ୩୦ ଗୋଟି ଜିଲ୍ଳାର

ସେବାଦଳ ମୁଖ୍ୟ ସଂଗଠକଙ୍କର ନିଯୁକ୍ତି ହୋଇସାରିଛି ଏବଂ ବାକି ଜିିଲ୍ଲାର ମୁଖ୍ୟ ସଂଗଠକଙ୍କର ନାମ ଖୁବଶୀଘ୍ର ଘୋଷଣା ହେବ ବୋଲି ଶ୍ରୀ ମହାନ୍ତି ପ୍ରକାଶ କରିଥିଲେ । 

ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନିଷ୍ପତ୍ତିକ୍ରମେ ଆଗାମୀ ୨୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ୩୦୦ ଶିବିରାର୍ଥୀଙ୍କୁ ନେଇ ଓଳାଶୁଣି ଠାରେ ଏକ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ ଏବଂ ପରବର୍ତ୍ତୀ ଅବସ୍ଥାରେ ଜିଲ୍ଲା ଓ ବ୍ଲକ ସ୍ତରରେ କାର୍ଯ୍ୟକ୍ରମ ଗ୍ରହଣ କରାଯାଇ କଂଗ୍ରେସ ସଂଗଠନକୁ ସୁଦୃଢ଼ କରାଯିବ ବୋଲି ଶ୍ରୀ ମହାନ୍ତି ପ୍ରକାଶ କରିଛନ୍ତି 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like