-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||     

HOME   ଜିଲ୍ଲା

ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର

10-Sep-2026



ବରପାଲି (ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ପକ୍ଷରୁ ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ସମ୍ପର୍କରେ ଦ୍ୱିଦିବସୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଚାଷୀମାନଙ୍କୁ ଧାନ ଫସଲରେ ସନ୍ତୁଳିତ ସାର ପ୍ରୟୋଗ, ମୃତ୍ତିକାର ଉର୍ବରତା ବଜାୟ ରଖିବା ଓ ଉନ୍ନତ ଫସଲ ଉତ୍ପାଦନ ପାଇଁ ଆବଶ୍ୟକ ପୋଷକତତ୍ତ୍ୱ ପରିଚାଳନା ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମରେ ବ୍ଲକ କୃଷି ଅଧିକାରୀ ଦିଲୀପ କୁମାର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଧାନ ଚାଷରେ ବୈଜ୍ଞାନିକ ପଦ୍ଧତିରେ ପୋଷକତତ୍ତ୍ୱ ପରିଚାଳନାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସହକାରୀ କୃଷି ଅଧିକାରୀ ଋତୁପର୍ଣ୍ଣା ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚାଷୀମାନଙ୍କୁ କୃଷି ବିଭାଗର ବିଭିନ୍ନ ପରାମର୍ଶ ଓ ସୁବିଧା ସମ୍ପର୍କରେ ଅବଗତ କରାଇଥିଲେ। କୃଷି ବିଜ୍ଞାନ କେନ୍ଦ୍ର, ଗମ୍ଭାରୀପାଲିର ମୃତ୍ତିକା ବିଶେଷଜ୍ଞ ରାହୁଲ ଦେବ ବେହେରା ତାଲିମଦାତା ଭାବେ ଯୋଗଦେଇ ଧାନ ଫସଲରେ ସମନ୍ୱିତ ସାର ପରିଚାଳନା, ମୃତ୍ତିକା ପରୀକ୍ଷା ଅନୁଯାୟୀ ସାର ପ୍ରୟୋଗ, ଜୈବିକ ଓ ରାସାୟନିକ ସାରର ସନ୍ତୁଳିତ ବ୍ୟବହାର ଏବଂ ଫସଲର ଆବଶ୍ୟକତା ଅନୁଯାୟୀ ପୋଷକତତ୍ତ୍ୱ ପ୍ରଦାନ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏଥିସହ ଚାଷୀମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଆବଶ୍ୟକ କୃଷି ପରାମର୍ଶ ପ୍ରଦାନ କରିଥିଲେ।
କାର୍ଯ୍ୟକ୍ରମରେ କୃଷକ ସାଥୀ ସତ୍ୟବାନ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ବିଟିଏମ ଶୁକଦେବ ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ। ଅଗ୍ରଣୀ ଚାଷୀ ମହେଶ୍ୱର ପଧାନଙ୍କ ସମେତ ବହୁ ଚାଷୀ ଏହି ତାଲିମ ଶିବିରରେ ଯୋଗଦେଇ ଉପକୃତ ହୋଇଥିଲେ। ମାନସ ରଞ୍ଜନ ପଧାନ, ଜଗଦାନନ୍ଦ ଦିଶ୍ରୀ ଓ ଜଗଦିଶ ପାଣ୍ଡେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026

You Might Also Like