-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||     

HOME   ଜିଲ୍ଲା

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ

10-Sep-2026



ଭୁବନେଶ୍ୱରର ସଂସ୍କୃତି ଭବନ ସଭାଗୃହରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟ ଅକାଦେମି ପକ୍ଷରୁ ପ୍ରସିଦ୍ଧ ଓଡ଼ିଆ ଲେଖିକା ଏବଂ ବିଦୁଷୀ ଡକ୍ଟର ପ୍ରତିଭା ରାୟଙ୍କୁ ଫେଲୋସିପ୍ ପ୍ରଦାନ କରାଯାଇଛି । ପ୍ରାରମ୍ଭରେ ଡକ୍ଟର ଆଦ୍ୟାଶା ଦାସଙ୍କ ଆବାହନୀ ଗୀତ ପରିବେଷଣ କରିଥିଲେ । ସାହିତ୍ୟ ଅକାଦେମିର ସଚିବ ଡକ୍ଟର ବରୁଣ ଗୁଲାଟି ପ୍ରାରମ୍ଭିକ ମନ୍ତବ୍ୟ ଉପସ୍ଥାପନ କରିଥିଲେ ଏବଂ ଫେଲୋସିପର ପ୍ରଶସ୍ତି ପାଠ କରିଥିଲେ। ସାହିତ୍ୟ ଅକାଦେମିର ସଭାପତି ଡକ୍ଟର ମାଧବ କୌଶିକ ଡକ୍ଟର ରାୟଙ୍କୁ ଫେଲୋସିପ୍ ଫଳକ ପ୍ରଦାନ କରିବା ପୂର୍ବକ ସଭାପତି ଭାଷଣ ଦେଇଥିଲେ। ସେ କହିଥିଲେ ଯେ ଡକ୍ଟର ରାୟ ହେଉଛନ୍ତି ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ। ଏହି ଅବସରରେ ଏକ ସଂବାଦ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ଯେଉଁଥିରେ ସାହିତ୍ୟ 
ଅକାଦେମିର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ଡକ୍ଟର ଗୌରହରି ଦାସ ଅଧ୍ୟକ୍ଷତା କରିଥିଲେ। ଡକ୍ଟର ଦାସ କହିଥିଲେ ଯେ ଡକ୍ଟର ରାୟ ହେଉଛନ୍ତି ଓଡ଼ିଶାର ପ୍ରଥମ ଲେଖିକା ଯିଏ ସାହିତ୍ୟ ଅକାଦେମିର ଫେଲୋସିପ୍ ପାଇଛନ୍ତି। ବିଶିଷ୍ଟ ଲେଖକ ଦେବପ୍ରସାଦ ଦାଶ, ପ୍ରଫେସର ସଂଘମିତ୍ରା ମିଶ୍ର ଏବଂ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତି ପ୍ରତିଭା ରାୟଙ୍କ ଜୀବନୀ ଏବଂ କୃତି ଉପରେ  ବକ୍ତବ୍ୟ ପ୍ରଦାନ କରିଥିଲେ। ଡକ୍ଟର ରାୟ ସମ୍ମାନ ସ୍ବୀକାରୋକ୍ତି ସ୍ୱରୂପ ବକ୍ତବ୍ୟ ପ୍ରଦାନ କରିଥିଲେ। ସେ  ମାତୃଭାଷା ଓଡ଼ିଆ ଏବଂ ସାହିତ୍ୟ ପରମ୍ପରାର ଗୁରୁତ୍ୱ ବିଷୟରେ କହିଥିଲେ। ଶେଷରେ ସାହିତ୍ୟ ଅକାଦେମିର ଉପସଚିବ ଡକ୍ଟର ଏନ ସୁରେଶ ବାବୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଲେଖକ, ଛାତ୍ର ଛାତ୍ରୀ ଏବଂ ବିଦ୍ୱାନ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026

You Might Also Like