-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||     

HOME   ଜିଲ୍ଲା

ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ

11-Sep-2026



ବିନିକା(ହିଂମାଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଝାରକଦଳିପାଳି ଗାଁରେ ଚାଲିଥିବା ମଦ ବିକ୍ରି ବନ୍ଦ କରିବା ଦାବିରେ ଗ୍ରାମବାସୀଙ୍କ ପକ୍ଷରୁ ପୋଲିସ ଓ ଅବକାରୀ ବିଭାଗକୁ ଦାବିପତ୍ର ପ୍ରଦାନ କରାଯାଇଛି।ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ଗାଁରେ ମଦ ବିକ୍ରି ଯୋଗୁଁ ପରିବାରରେ ଅଶାନ୍ତି, ଯୁବପିଢ଼ି ଉପରେ ଖରାପ ପ୍ରଭାବ ଏବଂ ବିଭିନ୍ନ ସାମାଜିକ ସମସ୍ୟା ବଢ଼ୁଛି l ଏହାକୁ ନେଇ ଗ୍ରାମବାସୀମାନେ ଚିନ୍ତା ପ୍ରକଟ କରିବା ସହ ଗାଁରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଦାବି କରିଛନ୍ତି।ଏନେଇ ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ତୁରନ୍ତ ତଦନ୍ତ କରି ବେଆଇନ ମଦ ବିକ୍ରି ଉପରେ କଡ଼ା ପଦକ୍ଷେପ ନେବା ସହ ଗାଁକୁ ମଦମୁକ୍ତ କରିବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି। ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର କରିବାକୁ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026

You Might Also Like

                       
  ଜିଲ୍ଲା  

Hjk