-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||     

HOME   ଜିଲ୍ଲା

୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ

11-Sep-2026



(ହିମାଂଶୁ ଶେଖର ପୁଟେଲ )
ଜିଲ୍ଲାରେ ଏକ ସ୍ୱତନ୍ତ୍ର ଟିମ ଗଠନ କରି ବିଭିନ୍ନ ଜାଗା ରେ ଚଢ଼ାଉ କରାଯାଇଛି।  ସୁବର୍ଣ୍ଣପୁର ବସଷ୍ଟାଣ୍ଡ,ବଜାର ଜନଗହଳି ପୂର୍ଣ୍ଣ ସ୍ଥାନ  ଏବଂ ଉଲୁଣ୍ଡା ସହରର ଭିକ୍ଷା ବୃତ୍ତି  କରୁଥିବା ଶିଶୁ ,ଶିଶୁ ଶ୍ରମିକ ଭାବେ କାମ କରୁଥିବା ପ୍ରାୟ ୮ ଜଣ ଶିଶୁଙ୍କୁ ଉଦ୍ଧାର କରିଥିବା ସୂଚନା ମିଳିଛି ।ମିଳିଥିବା ଖବର ଅନୁସାରେ ଜିଲ୍ଲା ଚାଇଲ୍ଡ ହେଲ୍ପ ଲାଇନ,ଶିଶୁ କଲ୍ୟାଣ ସମିତି, ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଶ୍ରମ ବିଭାଗ,ପୋଲିସ ବିଭାଗ ସୁବର୍ଣ୍ଣପୁର ଏବଂ ରୁଚିକା ଏନଜିଓର ସଦସ୍ୟମାନେ ମିଳିତ ଭାବେ ଏହି ଅଭିଯାନ କରିଥିଲେ। ଉଦ୍ଧାର ହୋଇଥିବା ଶିଶୁ ମାନଙ୍କୁ  ଶିଶୁ କଲ୍ୟାଣ ସମିତି (CWC) ନିକଟରେ ହସ୍ତାନ୍ତର କରାଯାଇଛି।
ଶିଶୁମାନଙ୍କୁ ପାଠ ପଢା,ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ତାଙ୍କ ଥଇଥାନ ପାଇଁ ବ୍ୟବସ୍ଥା କରାଯିବ ବୋଲି ସ୍ୱତନ୍ତ୍ର ଟିମ୍ ସୂଚନା ଦେଇଛନ୍ତି ।
ତେବେ ଆଖପାଖରେ ଯଦି କେହି ଶିଶୁ ଶ୍ରମିକ,ଶିଶୁ ଭିକ୍ଷାବୃତ୍ତି,ଶିଶୁ ବାହାଘର,ଶିଶୁ ପରିତ୍ୟକ୍ତା  ଦେଖନ୍ତି  ତେବେ 1098 ନମ୍ବରରେ କଲ୍ କରିବା ପାଇଁ ମଧ୍ୟ ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁଜିତ୍ କୁମାର ମିଶ୍ର ଚାଇଲ୍ଡ ହେଲ୍ପ ଲାଇନ ତରଫରୁ ସୂଚନା ଦେଇଛନ୍ତି l
ଏହି ମିଳିତ ଅଭିଜାନ ରେ ଲୀନା ବାବୁ ଅଧ୍ୟକ୍ଷା ଶିଶୁକଲ୍ୟାଣ ସମିତି,ସୁଜିତ୍ କୁମାର ମିଶ୍ର ଜିଲ୍ଲା ପ୍ରକଳ୍ପ ସଂଯୋଜକ ଜିଲ୍ଲା ଚାଇଲ୍ଡ ହେଲ୍ପ ଲାଇନ ସୁଧୀର କୁମାର ଦାସ ଜିଲ୍ଲା ଚାଇଲ୍ଡ ହେଲ୍ପ ଲାଇନ,ଚତୁର୍ଭୁଜ ଦାସ , ଜିଲ୍ଲା ଶିଶୁସୁରକ୍ଷା ଅଧିକାରୀ, ପ୍ରଶାନ୍ତ ମହାକୁଡ଼ ପରାମର୍ଶ ଦାତା,ଥବିର କାଲସେ ସାମାଜିକ କର୍ମକର୍ତା,ଜିତେନ୍ଦ୍ର ମଣ୍ଡଳ ସାମାଜିକ କର୍ମୀ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ,କେଦାର ସିଂ ବରିହା ଜିଲ୍ଲା ଶ୍ରମ ଅଧିକାରୀ,ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସୁବର୍ଣ୍ଣପୁର,ତଟଣି ବିଶ୍ୱାଳ ସଂଯୋଜିକା ରୁଚିକା ଏବଂ ରଙ୍କିନା ସ୍ୱାଇଁ ସଦସ୍ୟା ରୁଚିକା ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026

You Might Also Like

                       
  ଜିଲ୍ଲା  

Hjk