-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ଅପରାଧ

ଏକ ତରଫା ପ୍ରେମର ଭୟଙ୍କର ପରିଣତି, ପ୍ରୋମିସ୍ ଡେ’ ରେ ପାଗଳ ପ୍ରେମିକ ଫୁଟାଇଲା ଗୁଳି : କହିଲା, ‘ମୋର ନୁହେଁ ତ କାହାର ନୁହେଁ

12-Feb-2021



ରାୟପୁର (ପ୍ରେରଣା ଖବର ବ୍ୟୁରୋ): ପ୍ରେମ ସାସ୍ବତ-ସୁନ୍ଦର-ଚିରନ୍ତନ । କିନ୍ତୁ ବେଳେବେଳେ ପ୍ରେମ ଏକତରଫା ମଧ୍ୟ ହୋଇଥାଏ । ଅନେକ ସମୟରେ ଏହାର ପରିଣତି ମଧ୍ୟ ଭୟଙ୍କର ହୋଇଥାଏ । ସେହିଭଳି ଏକ ଘଟଣା ଘଟିଛି ଛତିଶଗଡର ମହାସମୁନ୍ଦରେ । ଏକ ତରଫ ପ୍ରେମରୁ ଯୁବତୀଙ୍କୁ ଅତି ବିଭତ୍ସଭାବେ ହତ୍ୟା କରିଛି ଯୁବକ ।

ସୂଚନା ଅନୁସାରେ, ମହାସମୁନ୍ଦ ଜିଲ୍ଲା ବେଲାସୋଣ୍ଡା ଅଞ୍ଚଳରେ ଏହି ଘଟଣା ଘଟିଛି । ଯୁବତୀଜଣକ ତାଙ୍କ ଭଉଣୀଙ୍କ ସହିତ ମେଡିସିନ୍‌ ଦୋକାନକୁ ଯାଇଥିଲେ । ଔଷଧ ନେଇ ଘରକୁ ଫେରୁଥିବା ବେଳେ, ଏକତରଫା ପ୍ରେମ କରୁଥିବା ଯୁବକ ଚନ୍ଦ୍ରଶେଖର ଏବଂ ତାର ୨ଜଣ ସାଙ୍ଗ ସେମାନଙ୍କ ନିକଟରେ ପହଞ୍ଚିଥିଲେ । ଭାଲେଣ୍ଟାଇନ୍‌ ସପ୍ତାହ ର ପ୍ରୋମିସ୍‌ ଡେ’ ଯୁବକଜଣକ ଉକ୍ତ ଯୁବତୀଙ୍କୁ ଜବରଦସ୍ତ ଧରିପକାଇଥିଲେ । ଉଭୟ କିଛି ସମୟ ପାଇଁ କଥା ମଧ୍ୟ ହୋଇଥିଲେ । କିଛି ସମୟ କଥା ବାର୍ତ୍ତା ମଧ୍ୟରେ ଯୁବକଜଣକ ବନ୍ଧୁକ ବାହାର କରି ଯୁବତୀଙ୍କୁ ଗୁଳି କରିଥିଲା । ଘଟଣାସ୍ଥଳରେ ହିଁ ଯୁବତୀଙ୍କର ମୃତ୍ୟୁ ଘଟିଥିଲା ।

ଏହା ପରେ ଅଭିଯୁକ୍ତ ଏବଂ ତାର ଦୁଇଜଣ ସାଙ୍ଗ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଦିନ ଦ୍ବିପ୍ରହରରେ ଏହି ହତ୍ୟାକାଣ୍ଡ ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଘଟଣାସ୍ଥଳରେ କୋତବାଲୀ ପୋଲିସ ପହଞ୍ଚି ଯାଞ୍ଚ ଜାରି ରଖିଛି । ମୁଖ୍ୟ ଅଭିଯୁକ୍ତ ଚନ୍ଦ୍ରଶେଖର ପୋଲିସ ନିକଟରେ ଆତ୍ମସମର୍ପଣ କରିଛି । ତାର ଦୁଇ ଜଣ ସାଙ୍ଗଙ୍କୁ ଧରିବା ପାଇଁ ପୋଲିସ ଚଢଉ ଜାରି ରଖିଛି ।

ଘଟଣା ସମ୍ପର୍କରେ ପୋଲିସ କହିଛି ଯେ, ଯୁବକ ଏବଂ ଯୁବତୀ ଉଭୟ ପରସ୍ପରକୁ ପୂର୍ବରୁ ଜାଣିଥିଲେ । ତେବେ ଯୁବତୀଜଣକ ଅଭିଯୁକ୍ତ ଯୁବକ ସହିତ କଥା ହେବାକୁ ମନାକରିଦେଇଥିଲେ । ଏଥି​‌ରେ କ୍ଷୁବ୍ଧ ହୋଇ ଯୁବତୀଙ୍କୁ ଦେଖା କରିବାକୁ ଆସି ଗୁଳିକରି ହତ୍ୟା କରିଛି । ଘଟଣାରେ ସଂପୃକ୍ତ ଅଭିଯୁକ୍ତର ଦୁଇଜଣ ସହଯୋଗୀଙ୍କୁ ଧରିବା ପାଇଁ ଚଢଉ ଜାରି ରଖିଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like