-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||     

HOME   ଜିଲ୍ଲା

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ

12-Sep-2026



ବରପାଲି ( ସୁଦାମ ଦୀପ) ବରପାଲି ସ୍ଥିତ    ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଅଛି।ଓଡ଼ିଆ ବିଭାଗର ମୁଖ୍ୟ ଯତୀନ୍ଦ୍ର କୁମାର ସାହୁଙ୍କ ପରିଚାଳନା ସଭାରେ ମୁଖ୍ୟ ଅତିଥି ଭାବେ ବରପାଲି ତହସିଲଦାର ରୁକ୍ମଣ ମେହେର ଯୋଗ ଦେଇଥିବା ବେଳେ, ସମ୍ମାନିତ ଅତିଥି ଭାବେ ଇଂରାଜୀ ବିଭାଗର ମୁଖ୍ୟ ଡ. ଜୟଦେବ ସାହୁ ମା ମାଣିକେଶ୍ୱରୀ  ବିଶ୍ୱବିଦ୍ୟାଳୟ ଭବାନୀପାଟଣା, ସମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେଇ ଛାତ୍ରୀ ମାନଙ୍କୁ ଅନେକ କିଛି ଦିଗଦର୍ଶନ ପ୍ରଦାନ କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀଯୁକ୍ତ ଶଶାଙ୍କ ଶେଖର ପଧାନ ଅତିଥିଙ୍କ ସ୍ବାଗତ କରିବା ସହ ଅଧ୍ୟାପକ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଘ୍ନ ବିନାଶକ ଗଣେଶଙ୍କ ଠାରେ ଦ୍ବୀପ ପ୍ରଜ୍ବଳନ ହେବା ସହ ଅଧ୍ୟାପକ ସୁଧାଂଶୁ କୁମାର ଦାଶଙ୍କ ସ୍ଵ ରଚିତ କବିତା ଓ ନିର୍ଦ୍ଦେଶନାରେ ଛାତ୍ରୀ ରୋଷ୍ଣା,ପୁନମ,ତୃଷ୍ଣା,ଅସ୍ମିତା
ସ୍ବାଗତ ଓ ସମାପ୍ତି ସଙ୍ଗୀତ ଗାନ କରିଥିଲେ।ଛାତ୍ରୀ ଅନୁଷ୍କା,ତନୁ,ଖୁସି,ପାୟଲ,ଅଙ୍କିତା
ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ।ନବାଗତ ଛାତ୍ରୀ ମଞ୍ଜରୀ ଓ ଖୁସି
ସ୍ଵକୀୟ ଅନୁଭୁତି ପ୍ରଦାନ କରିଥିଲେ।ନବାଗତ ଛାତ୍ରୀ ମାନଙ୍କୁ ୧୨୮ ଚାରା ପ୍ରଦାନ କରାଯାଇଥିଲା। ପରିଶେଷରେ ଅଧ୍ୟାପିକା ପିଙ୍କି ବାରିକ୍  ଧନ୍ୟବାଦ ଅର୍ପଣ କରିଥିଲେ।ଏ ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ନେପାଲ ବିଶ୍ଵାଲ,କାଲିଆ ସାହୁ, ଅଧ୍ୟାପିକା,ପୁନମ ସାହୁ,ସସ୍ମିତା ମେହେର, ମନୀଷା ଭୋଇ,ଶୋଭାବତୀ ଥପା,ସହକର୍ମୀ ସାର୍ଥକ ପାଣିଗ୍ରାହୀ,ବିରେନ୍ଦ୍ର ଖଟୁଆ, ନୃପରାଜ ବରିହା,ତ୍ରିପୁରା ବେହେରା ସାମିଲ ହୋଇଥିଲେ। ମଧ୍ୟାହ୍ନ ବିରତି ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଛାତ୍ରୀମାନଙ୍କ ଦ୍ଵାରା  ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026

You Might Also Like