-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||     

HOME   ଅପରାଧ

ନୟାଗଡ଼- ଗଞ୍ଜେଇ ଚୋରା ଚାଲାଣ ହୋଇଥିବା ଏକ ଗାଡି ଜବତ କଲା ମହୀପୁର ପୋଲିସ

13-Oct-2020



ନୟାଗଡ଼(ପ୍ରଦୀପ ପଂଡା), ନୂଆଗାଁ - ମହୀପୁର ପୋଲିସ ଗଞ୍ଜେଇ ଚୋର ଚାଲାଣ ହୋଇଥିବା ଏକ ଗାଡି ଜବତ କରିଛି |କରୋନା ମହାମାରୀର ତାଣ୍ଡବ ଗଞ୍ଜେଇ ମାଫିଆଙ୍କ ପାଇଁ କୁହୁଡି ଘର ପାଲଟି ଥିବା ବେଳେ ନୟାଗଡ ଜିଲ୍ଲାର ମହୀପୁର ପୋଲିସ ର ସନ୍ଦେହୀ ଆଖିରୁ ବଞ୍ଚିବାର ରାସ୍ତା ଭଟକୀ ଯାଇଛି|  ସୂଚନା ମୁତାବକ ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅଧିନସ୍ଥ ମହୀପୁର ଫାଣ୍ଡି ପୋଲିସ ଏକ ମାରୁତି ସୁଇଫ୍ଟଡିଜାୟାର ସହିତ ଅଧା କ୍ୱେଣ୍ଟାଲ ରୁ ଅଧିକ ଗଞ୍ଜେଇ ଜବତ କରିଛି |ବିଳମ୍ବିତ ରାତିରେ ମହୀପୁର ଫାଣ୍ଡି ଅନ୍ତର୍ଗତ ମାଳିସାହି ନିକଟରେ OD-02BAH8856ନମ୍ବର ବିଶିଷ୍ଟ କlର ଉପରେ ସନ୍ଦେହ କରି ମହୀପୁର ଫାଣ୍ଡି ଅଧିକାରୀ ଉମେଶ ଚନ୍ଦ୍ର ଦେବତା ଏବଂ ଏଏସଆଇ ପ୍ରମୋଦ କୁମାର ନନ୍ଦଙ୍କ ସହିତ ପୋଲିସ ଦଳକୁ ନେଇ ଘଟଣା ସ୍ଥଳରେ ଗାଡ଼ିଟିକୁ ଅଟକ ରଖିଥିଲେ |ଗାଡ଼ିଟିକୁ ତଦାରଖ କରିବା ସମୟରେ ୩ ବସ୍ତା ଗଞ୍ଜେଇ, ଏଟିମ କାର୍ଡ ଏବଂ କେତେକ ବ୍ୟାଙ୍କ ପାସବୁକ ଜବତ କରିଥିଲେ | ଘଟଣାସ୍ଥଳରୁ କୌଣସି ବ୍ୟକ୍ତିଙ୍କର ଗଞ୍ଜେଇ ଚୋରାଚାଲାଣ କୁ ଦେବତା ପଣ୍ଡ  କରିଥିବାବେଳେ କାହାରିକୁ ଗିରଫ ନକରି ଫେରିଥିଲା | ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତି ରେ ଗଞ୍ଜେଇ ଓଜନ ହୋଇଥିଲା | ପଚାଶ କିଲୋଗ୍ରାମ ଦୁଇଶହ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ସୂଚନା ଦେଇଛନ୍ତି ଫାଣ୍ଡି ଅଧିକାରୀ |  ଉକ୍ତ ଚୋରାଚାଲାଣ ମାଫିଆ ମାନଂକୁ ଧରିପାରୁନଥିବା ବିଷୟରେ ଅଂଚଳ ବାସୀ ପ୍ରଶାସନ କୁ ନିନ୍ଦା କରୁଛନ୍ତି |ନୟାଗଡ ଏସଡିପିଓ ନିରଞ୍ଜନ ପାଢ଼ୀ ସାମ୍ବାଦିକ ସମ୍ମିଳନୀରେ ମନ୍ତବ୍ୟ  ଦେଇଛନ୍ତି ଯେ ଜବତ ଗଞ୍ଜେଇ ଅବକାରୀ ବିଭାଗ ହସ୍ତାନ୍ତର କରାଯିବ |


News Comment




Photo in News

Advertisment
Lastest News
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026

You Might Also Like