-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ

13-Sep-2026



 

ସଇଁତଳା: ସଇଁତଳା ବ୍ଲକ୍ ଅନ୍ତର୍ଗତ ବ୍ଲକ କଲୋନୀ କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଡେଙ୍ଗ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜୟନ୍ତ ନାଗଙ୍କ ଆବାହନ କ୍ରମେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୁଗଳ କିଶୋର ଭୋଇଙ୍କ ଅଧ୍ୟକ୍ଷତାରେ ଓସେପା, ଓଡିଶାଙ୍କ ପତ୍ର ସଂଖ୍ୟା- ୯୯୯୦ / ତା.୦୩.୦୯.୨୦୨୬ ଓ ୯୬୦୪ / ତା.୨୪.୦୮.୨୦୨୬, ଟିଇ ଓ ଏସସିଇଆରଟି, ଓଡିଶାଙ୍କ ପତ୍ର ସଂଖ୍ୟା- ୫୪୩୫/ ତା.୨୯.୦୮.୨୦୨୬ ମୁତାବକ ବ୍ଲକ କଲୋନୀ କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ସେପ୍ଟେମ୍ବର ୨୦୨୬ ମାସ କାର୍ଯ୍ୟସୂଚୀ ଅନୁସାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆଞ୍ଚଳିକ ସାଧନ କର୍ମୀ ଭାବେ ଜୟନ୍ତ ନାଗ ସେପ୍ଟେମ୍ବର ମାସର ଶୈକ୍ଷିକ କ୍ୟାଲେଣ୍ଡର, ଆକଳନର ରୂପରେଖ, ସାମଗ୍ରୀକ ପ୍ରଗତି ପତ୍ର, ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ, ଗ୍ୟାଲେରୀ ପରିଭ୍ରମଣ, ନ୍ୟସ୍ତ କାର୍ଯ୍ୟର ଆଲୋଚନା, ଶିକ୍ଷଣ ସୋପାନ ରେଜିଷ୍ଟର, ଜିଲ୍ଲା ଓ କ୍ଲଷ୍ଟର ସ୍ତରୀୟ ଶୈକ୍ଷିକ ଆଲୋଚନା, ପିଏମ୍ ଇ-ବିଦ୍ୟା ଓ ଦୀକ୍ଷା ପଞ୍ଜୀକରଣ ପ୍ରକ୍ରିୟା ଆଦି ପ୍ରସଙ୍ଗରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଏଥିରେ ପ୍ରକାଶ ପଣ୍ଡା, ରାଧାକାନ୍ତ ମିଶ୍ର, ସ୍ନେହ ମଞ୍ଜୁଳା ନନ୍ଦ, ବୈକୁଣ୍ଠ ଭୋଇ, ଗିରିଧାରୀ ବେହେରା, ସରୋଜ କୁମାର ବୈଠାରୁ,ଲକ୍ଷ୍ମୀ ସୁନା, ପ୍ରମୋଦିନୀ ମେହେର,କାନ୍ତି ଭୋଇ, ଦ୍ରୌପଦୀ ଭୋଇ, ଜ୍ୟୋସ୍ନା ଝାଙ୍କର, ଦେବେଶ ହୋତା, ମନରଞ୍ଜନ ପରିଡ଼ା ପ୍ରମୁଖ ଯୋଗ ଦେଇ ବୈଠକରେ ସକ୍ରିୟ ଅଂଶ ଗ୍ରହଣ କରିଥିବା ବେଳେ ସ୍ଥାନୀୟ ଶିକ୍ଷକ ଲିଙ୍ଗରାଜ ନନ୍ଦ ପରିଚାଳନା ଓ   ଶିକ୍ଷକ ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like