-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ଜିଲ୍ଲା

ରଥଯାତ୍ରା ପ୍ରସ୍ତୁତି: ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ, ଶ୍ରୀପଞ୍ଚମୀ ଦିନ ହେବ ଅନୁକୂଳ

12-Feb-2021



ପୁରୀ (ପ୍ରେରଣା ଖବର ବ୍ୟୁରୋ) : ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତ ହେଲାଣି ଶ୍ରୀମନ୍ଦିର ପ୍ରଶାସନ। ନୟାଗଡ ବନଖଣ୍ଡରୁ ଆଜି ପ୍ରଥମ ପର୍ଯ୍ୟାୟରେ ଦୁଇଟି ଟ୍ରକରେ ରଥକାଠ ପୁରୀରେ ଆସି ପହଞ୍ଚିଛି। ଦୁଇଟି ଟ୍ରକରେ ସମୁଦାୟ ୪୯ ଖଣ୍ତ ଅସନ ଓ ଧଉରା କାଠ ରହିଛି। ସେଥି ମଧ୍ୟରୁ ୧୨ ଫୁଟିଆ ଅସନ ୨୦ ଟି  ଓ ୨୦ ଫୁଟିଆ  ଧଉରା ୧୯ ଟି ଏବଂ ୨୦ ଫୁଟିଆ ଅସନର ୧୦ ଟି କାଠ ରହିଛି।

ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି। ଆସନ୍ତା ଶ୍ରୀପଞ୍ଚମୀ ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନୋଟି ଧଉରା କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯିବା ସହ ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି। ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀରାମ ନବମୀ ଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶୁକ୍ରବାର ମଧ୍ୟାହ୍ନରେ ନୟାଗଡ ପୁରୁଣା ସହରରେ ଥିବା ଜଗନ୍ନାଥ ମନ୍ଦିର ନିକଟରେ ଡି.ଏଫ୍.ଓ ଏବଂ ଅନ୍ୟ ବନବିଭାଗ ଅଧିକାରୀଙ୍କ ଉପସ୍ଥିତିରେ  ପୂଜାର୍ଚ୍ଚନା ପରେ ପୁରୀ ଅଭିମୁଖେ କାଠ ବୋଝେଇ ଟ୍ରକ୍ ବାହାରିଥିଲା। ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ନୟାଗଡ ବନଖଣ୍ଡର ଦଶପଲ୍ଲା ବନାଞ୍ଚଳରୁ ଚଳିତବର୍ଷ ୧୩୦ଖଣ୍ଡ କାଠ ଯୋଗାଇ ଦିଆଯିବ । ସେଥିମଧ୍ୟରୁ ବିଭିନ୍ନ ମାପର ୭୭ଖଣ୍ଡ ଧଉରା , ୫୦ଖଣ୍ଡ ଅଶନ ଏବଂ ୩ ଖଣ୍ଡ ଶିମିଳି କାଠ ଯୋଗାଇଦିଆଯିବ । ଏହି କାଠ ଦଶପଲ୍ଲା ବନାଞ୍ଚଳର ଚଢେୟାପଲ୍ଲି, ବାଣିଗୋଛା, ସାକେଣି , ଟାକେରା ଆଦି ଫରେଷ୍ଟ ଅଞ୍ଚଳରୁ ସଂଗ୍ରହ କରାଯାଇଥାଏ । ତିନିଠାକୁରଙ୍କ ରଥଯାତ୍ରା ପାଇଁ ରଥ ସଂହିତା ଆଧାର ଅନୂଯାୟୀ 

କେଉ ଆବାହମାନ କାଳରୁ ପ୍ରତିବର୍ଷ ନୟାଗଡ ବନଖଣ୍ଡରୁ କାଠ ଯୋଗାଇଦିଆଯାଇଥାଏ । ପରମ୍ପରା ଅନୂଯାୟୀ ସରସ୍ବତୀ ପୂଜା ପୂର୍ବରୁ ପ୍ରଥମ ରଥକାଠ ପୁରୀ ରଥଖଳାରେ ପହଞ୍ଚିବାପାଇଁ ନିୟମ ରହିଛି । ଆଜି ସନ୍ଧ୍ୟା ସୁଦ୍ଧା  ପୁରୀ ରଥଖଳାରେ କାଠ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଚଳିତ ବର୍ଷ ୩ ରଥ ନିର୍ମାଣ ପାଇଁ ୮୯୭ ଖଣ୍ଡ କାଠ ଆବଶ୍ୟକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like