-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ

14-Sep-2026



ବଲାଙ୍ଗିର(ପ୍ରେରଣା ଖବର)ବଲାଙ୍ଗିରକୁ ଦେଶର ପ୍ରମୁଖ ସହରଗୁଡ଼ିକ ସହ ଦ୍ରୁତ ଓ ଆଧୁନିକ ରେଳ ସଂଯୋଗରେ ଯୋଡ଼ିବା ପାଇଁ  ତତ୍କାଳୀନ ସାଂସଦ ରାଜ୍ୟସଭା ଶ୍ରୀ ନିରଞ୍ଜନ ବିଶିଙ୍କ ପକ୍ଷରୁ ଉଠାଯାଇଥିବା ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ଦାବି ଉପରେ କେନ୍ଦ୍ର ରେଳ ମନ୍ତ୍ରାଳୟର ରେଳବୋର୍ଡ ପ୍ରତିକ୍ରିୟା ଜଣାଇଛି।
 ଶ୍ରୀ ବିଶି ୩୦ ମାର୍ଚ୍ଚ ୨୦୨୬ରେ ପ୍ରଧାନମନ୍ତ୍ରୀଙ୍କୁ  ପତ୍ର ଲେଖି ବଲାଙ୍ଗିରରୁ ନୂଆଦିଲ୍ଲୀ, ବାରାଣସୀ, ବେଙ୍ଗାଲୁରୁ ଓ ଜମ୍ମୁକୁ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଦାବି ଉପସ୍ଥାପନ କରିଥିଲେ। ଏହି ପ୍ରସ୍ତାବକୁ ନେଇ ରେଳବୋର୍ଡର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (କୋଚିଂ–୧) ସୁଦୀଶ ଭି.ସି. ୯ ସେପ୍ଟେମ୍ବର ୨୦୨୬ରେ ଡ଼. ବିଶିଙ୍କୁ ଲିଖିତ ଉତ୍ତର ଦେଇଛନ୍ତି। 
ରେଳବୋର୍ଡ ସୂଚନା ଅନୁଯାୟୀ, ବର୍ତ୍ତମାନ ବଲାଙ୍ଗିରକୁ ୬୬ଟି ଟ୍ରେନ୍ ସେବା ରହିଛି,ଏଥିମଧ୍ୟରୁ ବେଙ୍ଗାଲୁରୁ ସହ ୪ ଯୋଡ଼ା ଏବଂ ବାରାଣସୀ ସହ ଗୋଟିଏ ଯୋଡ଼ା ଟ୍ରେନ୍ ସଂଯୋଗ ରହିଛି। ବଲାଙ୍ଗିର–ଟିଟିଲାଗଡ଼ ମଧ୍ୟରେ ୨୬ ଯୋଡ଼ା ଟ୍ରେନ୍ ଚଳାଚଳ କରୁଥିବାବେଳେ ଦିଲ୍ଲୀ ଯାତ୍ରୀଙ୍କ ପାଇଁ ଟିଟିଲାଗଡ଼ରୁ ୧୨୮୦୭/୧୨୮୦୮ ବିଶାଖାପାଟଣାମ–ହଜରତ ନିଜାମୁଦ୍ଦିନ ସମତା ଏକ୍ସପ୍ରେସ ଉପଲବ୍ଧ ଥିବା ରେଳବୋର୍ଡ ଉଲ୍ଲେଖ କରିଛି। 
ଗୁରୁତ୍ୱପୂର୍ଣ୍ଣ ଭାବେ ରେଳବୋର୍ଡ କହିଛି ଯେ, ବନ୍ଦେ ଭାରତ ସମେତ ନୂତନ ଟ୍ରେନ୍ ସେବା ପ୍ରଚଳନ ଭାରତୀୟ ରେଳବାଇର ଏକ ଚାଲୁ ପ୍ରକ୍ରିୟା, ଯାହା ଯାତ୍ରୀ ଚାହିଦା, ଟ୍ରାଫିକ୍ ଯୁକ୍ତିସଙ୍ଗତତା, ପରିଚାଳନାଗତ ସମ୍ଭାବ୍ୟତା ଓ ସମ୍ବଳର ଉପଲବ୍ଧତା ଉପରେ ନିର୍ଭରଶୀଳ ବୋଲି ଉତ୍ତର ରେ ଜଣାଇଛନ୍ତି l
ଶ୍ରୀ ବିଶି କହିଛନ୍ତି ଯେ ପଶ୍ଚିମ ଓଡ଼ିଶାର ବଲାଙ୍ଗିର ଭଳି ଗୁରୁତ୍ୱପୂର୍ଣ୍ଣ ଜିଲ୍ଲାକୁ ଦେଶର ରାଜଧାନୀ ଓ ପ୍ରମୁଖ ଧାର୍ମିକ, ଶିକ୍ଷା ଓ ଆର୍ଥିକ କେନ୍ଦ୍ର ସହ ଉନ୍ନତ ରେଳ ସଂଯୋଗ ଦେବା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ଅତ୍ୟନ୍ତ ଆବଶ୍ୟକ। ତେଣୁ ବଲାଙ୍ଗିରରୁ ବନ୍ଦେ ଭାରତ ଚଳାଚଳ ଦାବିକୁ ସେ ରେଳ ମନ୍ତ୍ରାଳୟ ନିକଟରେ ଅବ୍ୟାହତ ରଖିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like