-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ସ୍ବାମୀର ଷଡଯନ୍ତ୍ର ବୁଝିବା ଆଗରୁ ଘରକୁ ଆସି ସାରିଥିଲା ସଉତୁଣୀ : ଜାଲ୍ ଛାଡପତ୍ର ଓ ପ୍ରତାରଣା ବିରୋଧରେ ଫେରାଦ ହେଲେ ମହିଳା

12-Feb-2021



ପାରାଦୀପ(ପ୍ରେରଣା ଖବର ବ୍ୟୁରୋ) : ଅଗ୍ନି ଦେବତାଙ୍କୁ ସାକ୍ଷୀ ରଖି ଯାହା ହାତ ଧରିଥିଲେ ସେ କରିଦେଲା ସାତ ପର । ସୁଖ ଦୁଃଖର ସାଥୀ ହେବେ ବୋଲି କଥା ଦେଇଥିଲେ ସ୍ବାମୀ । ସେବେଠାରୁ ଅନେକ ସ୍ବପ୍ନ ଦେଖିଥିଲେ ସେ । ଦେଲେ ତାଙ୍କ ଭାଗ୍ୟରେ କିଛି ଅଲଗା ଲେଖାଥିଲା । ସ୍ତ୍ରୀ ଥାଉ ଥାଉ ଆଉ ଜଣେ ଝିଅକୁ ବିବାହ କରି ଘରକୁ ଆଣିଲେ ସ୍ବାମୀ । ଏବେ ନ୍ୟାୟ ପାଇଁ ଥାନାର ଦ୍ବାରସ୍ଥ ହୋଇଛନ୍ତି ମହିଳା ।

ଜଗତସିଂହପୁର କୁଜଙ୍ଗ ବ୍ଲକ ପୋତାନଇ ପଞ୍ଚାୟତର ଚନ୍ଦାପାଟ ଗ୍ରାମର ଜଗବନ୍ଧୁ ସାହୁଙ୍କ ଝିଅ ବିଜୟିନୀ ସାହୁ ପଙ୍ଗପାଳ ପଥୁରିଆ ଗ୍ରାମର ବନମାଳୀ ସାହୁଙ୍କ ପୁଅ ବାପୁଜୀ ସାହୁଙ୍କୁ ଗତ ୨୦୧୬ ମସିହା ଅପ୍ରେଲ ୨୯ ତାରିଖରେ ରୀତିନୀତି ଅନୁସାରେ ବିବାହ କରିଥିଲେ।  ଝିଅର ବିବାହ ସମୟରେ ଜଗବନ୍ଧୁ ନିଜ ସକ୍ଷମ ମୁତାବକ ଯୌତୁକ ଦେଇଥିଲେ। ନୂଆ ଘର ସ୍ବାମୀ ବାପୁଜୀଙ୍କୁ ପାଇ ବିଜୟନୀ ମଧ୍ୟ ବେଶ୍ ଖୁସି ଥିଲେ । ହେଲେ ସେ କଣ ଜାଣିଥିଲେ ଯାହା ହାତଧରି ଆଗକୁ ବାଟ ଚାଲିବାର ସ୍ବପ୍ନ ଦେଖୁଛନ୍ତି ଦିନେ ସେ ତାଙ୍କୁ ହତାଦର କରିବ ବୋଲି ।

ଧିରେ ଧିରେ ବିଜୟନୀଙ୍କ ଉପରେ ଆରମ୍ଭ ହେଲା ଅକଥନୀୟ ଅତ୍ୟାଚାର । ଶାରୀରିକ ଓ ମାନସିକ ଯନ୍ତ୍ରଣା ମଧ୍ୟ ଦିଆଗଲା । ସବୁ ଠିକ୍ ହେବାର ଆଶା ନେଇ ସବୁ ସହି ଯାଉଥିଲେ ସେ। ହେଲେ ସ୍ବାମୀ ବାପୁଜୀ ଯେତେବେଳେ ଆଉ ଜଣଙ୍କୁ ବିବାହ କରି ବିଜୟନୀଙ୍କୁ ଘରୁ ତଡିଦେଲେ ତାଙ୍କ ପାଦ ତଳୁ ମାଟି ଖସିଗଲା ।  ଶେଷରେ କିଛି ଉପାୟ ନ ପାଇ ଥାନାର ଦ୍ବାରସ୍ଥ ହେଲେ ବିଜୟିନୀ । ବାହାଘର ପୂର୍ବରୁ ବାପୁଜୀଙ୍କର ଅନ୍ୟ ଝିଅ ସହ ସମ୍ପର୍କ ଥିଲା । ଫଳରେ  ବିଜୟନୀକୁ ବାହା ଘର ପରେ 

 ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି।  କିଛି ଦିନ ତଳେ ବିଜୟିନୀକୁ ଛାଡପତ୍ର ଦେଇଥିବା ଦର୍ଶାଇ ଅନ୍ୟ ଜଣେ ଝିଅକୁ ବିବାହ କରିଥିଲେ ବାପୁଜୀ । ହେଲେ ବିଜୟନୀ ଛାଡପତ୍ର କଥା କିଛି ଜାଣି ନଥିବା କହିଛନ୍ତି । ତେବେ ସେ ଚତୁରତାର ସହ ବିଜୟନୀକୁ ଛାଡପତ୍ର ଦେଇ ଅନ୍ୟ ଜଣେ ଝିଅକୁ ବିବାହ କରିଥିବା ନେଇ କୁଜଙ୍ଗ ଥାନାରେ ଏତଲା ଦେଇଛନ୍ତି ପରିବାର ଲୋକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like