-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ

16-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଭୁବନେଶ୍ୱରର ସର୍ବପୁରାତନ ଆବାସିକ କେନ୍ଦ୍ର ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ କରାଯାଇଥିଲା। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଂଗ୍ରାହଳୟର ପୂର୍ବତନ ଅଧକ୍ଷକ ଓ ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଚିବ ଡ଼କ୍ଟର ଜୟନ୍ତୀ ରଥ,ସମ୍ମାନିତ ଅତିଥି ଉତ୍କଳ ବିଶ୍ଵ ବିଦ୍ୟାଳୟର ସ୍ନାତକ ପରିଷଦର ପୂର୍ବତନ ସଭାପତି ଏବଂ ପୟୋଗିକ ଅର୍ଥଶାସ୍ତ୍ର prof ଡ଼କ୍ଟର ମିତାଲି ଚିନ୍ନାରା ଯୋଗଦାନ କରିଥିଲେ। ସମସ୍ତ ଅତିଥି ବୃନ୍ଦ ସମାଜଗଠନରେ ଓ ବିକାଶରେ ନାରୀର ଗୁରୁତ୍ୱପୂର୍ଣ୍ଣ ଭୂମିକା,ତାର ସାମ୍ପ୍ରତିକ ସମାଜରେ ଆତ୍ମନିର୍ଭରଶୀଳତାର ଆବଶ୍ୟକତା ବିଷୟରେ ମତ ବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମର ପ୍ରତିଷ୍ଠାତା ସଭ୍ୟ ଆଶିଷ ପଟ୍ଟନାୟକ, ସଭାପତି ଡ଼କ୍ଟର ଇତିଶ୍ରୀ ଦାଶ, ସମ୍ପାଦିକା ସ୍ମିତା ମହାନ୍ତି, ଉପସଭାପତି ନୃସିଂହପ୍ରଭା ମିଶ୍ର ଓ ଯୁଗ୍ମ ସମ୍ପାଦିକା ମାଧୁରୀ ପଟ୍ଟନାୟକ ଉପସ୍ଥିତ ରହି ଅନୁଷ୍ଠାନର ପ୍ରାଥମିକ ଉଦେଶ୍ୟ ଯଥା ଅନଗ୍ରସର ଜାତିକୁ ମୁଖ୍ୟ ସୂତ୍ରରେ ସାମିଲ କରିବା। ଗରିବ ଅସହାୟ ପିଲାଙ୍କୁ ସାହାଯ୍ୟ ସବୁ କ୍ଷେତ୍ରରେ କରିବା ସଂଗେ ସଂଗେ ସେମାନଙ୍କୁ ନୂତନ ପ୍ଲାଟଫର୍ମ ଯୋଗାଇଦେବା, ଲେଡିଜ କ୍ଲବ ଯୋଗଦାନ କରିଥିବା ବିଭିନ୍ନ ପ୍ରକାର ସମାଜ ସେବାର ବିଶଦ ଆଲୋଚନା ଓ ପର୍ଯ୍ୟାଲୋଚନା କରିଥିଲେ।

ଏହି କାଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ଅର୍ଜନ କରିଥିବା ଅନଗ୍ରସର କୃତୀ ପ୍ରତିଯୋଗୀ ମାନଂକୁ ପୁରସ୍କାର ପ୍ରଦାନ କରିଥିଲେ। ସେମାନଙ୍କ ଦ୍ୱାରା ସାଂସ୍କୃତିକ କାଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ପରିଶେଷରେ ଅନୁଷ୍ଠାନର ସାଂସ୍କୃତିକ ପରିଷଦର ସମ୍ପାଦିକା ଅଲିଭା ଦାସ,ସହ ସମ୍ପାଦିକା ପୁଷ୍ପିତା ମହାପାତ୍ର ଓ କ୍ଲବର ସମସ୍ତ ସଭ୍ୟାଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ବିଭିନ୍ନ ମନୋରଞ୍ଜନ ଧର୍ମୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ଓ ଉପସଭାପତି ନୃସିଂହପ୍ରଭା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like