-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||     

HOME   ଜିଲ୍ଲା

ୟୁଥ ରେଡକ୍ରସ ତାଲିମ ଶିବିର ଉଦଯାପିତ

12-Feb-2021



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ପଂଚାୟତ ସମିତି ଜୁନିୟର କଲେଜରେ ଚାଲିଥିବା ୟୁଥ ରେଡକ୍ରସ ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଅଧ୍ୟକ୍ଷ ରମାକନ୍ତ ବିଶିଙ୍କ ଅଧ୍ୟକ୍ଷତାରେ ହୋଇଥିବା ଉଦଯାପନୀ ଉତ୍ସବରେ ଉଲୁଣ୍ଡା ବିଡିଓ ହେମସାଗର ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ରେଡକ୍ରସର ଭୂମିକା ଉପରେ ଆଲୋକପାତ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଯୁକ୍ତ ତିନି କଲେଜର ଅଧ୍ୟକ୍ଷ ଡ.ଦେବାଶିଷ ପାଣ୍ଡିଆ ଯୋଗଦେଇ ଛାତ୍ରଛାତ୍ରୀଙ୍କ କି ଭୂମିକା ରହିଛି ସେ ଉପରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଆଇଆଇସି ଚନ୍ଦ୍ର ମୋହନ ସିଂ ଏବଂ ଅଗ୍ନିଶମ ଅଧିକାରୀ ଭରତଲାଲ ଏକ୍କା ଯୋଗଦେଇ ସଡକ ସୁରକ୍ଷା ଓ ବିପର୍ଯ୍ୟୟ ପରିଚାଲନା ଉପରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ ।  ତାଲିମ ଦାତା ଭାବରେ ଉଦ୍ଧବ ପଧାନ, ଉମାକାନ୍ତ ନାଗ ଯୋଗଦେଇ ତାଲିମ ପ୍ରଦାନ କରିଥିଲେ । ଏହି ଅବଶରରେ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା  ପ୍ରମୋଦ ଭୋଇ, ତପସ୍ୱିନୀ ମେହେର, ଜ୍ୟୋତି ଲୁହା, ଲକ୍ଷ୍ନି ଲୁହା, ଦିପାଂଜଳୀ ହୋତା, ବବୁଲ ବିଶ୍ୱାଲ, କ୍ଷିରୋଧ କର୍ମୀ, ମାନସ ପଧାନଙ୍କୁ ଅତିଥି ଗଣ ପୁରସ୍କୃତ କରିଥିଲେ । ଅଧ୍ୟାପିକା ତେଜଶ୍ରୀ ମିଶ୍ର ମଂଚ ପରିଚାଲନା କରିଥିବା ବେଳେ ରେଡକ୍ରସ କାଉନସେଲର ଶିବ ନାରାୟଣ ମହାକୁର ଧନ୍ୟବାଦ ଦେଇଥିଲେ । କଲେଜର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026

You Might Also Like