-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ

17-Sep-2026



ଲୋଇସିଂହା, (ପ୍ରେରଣା ଖବର) ୟୁଥ୍ କ୍ଲବ୍ ‘ମର୍ନିଙ୍ଗ ଷ୍ଟାର’ ତରଫରୁ ସରଗାଡ଼ଠାରେ ପବିତ୍ର ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ କାର୍ଯ୍ୟକ୍ରମ ଅତ୍ୟନ୍ତ ଆଡ଼ମ୍ବର ଓ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି l ଆମର ସମୃଦ୍ଧ କଳା, ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବା ଲକ୍ଷ୍ୟରେ ଆୟୋଜିତ ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ସାଧାରଣ ଜନତା ଯୋଗଦେଇଥିଲେ l ଏହି ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବେ ଲୋକକବି ପଦ୍ମଶ୍ରୀ ହଳଧର ନାଗ, ବିଶିଷ୍ଟ ସମାଜସେବୀ ଅକବର ଖାନ୍‌, ଡ. ସୁଜ୍ଞାନେନ୍ଦ୍ର ମିଶ୍ର ଏବଂ ସମିତି ସଭ୍ୟ ବିରେନ୍ଦ୍ର ସାହୁ ଉପସ୍ଥିତ ରହି ଉତ୍ସବର ଶୋଭାବର୍ଦ୍ଧନ କରିଥିଲେ l ମୁଖ୍ୟ ଅତିଥି ଡ. ମୁକେଶ ମହାଲିଙ୍ଗ ନିଜ ବକ୍ତବ୍ୟରେ କହିଥିଲେ, "ପଦ୍ମଶ୍ରୀ ହଳଧର ନାଗଙ୍କ ଉପସ୍ଥିତି ଏବଂ ସ୍ଥାନୀୟ ଅଞ୍ଚଳବାସୀଙ୍କ ଗହଣରେ ଭାବ ବିନିମୟ ଏହି ଉତ୍ସବକୁ ଆହୁରି ସ୍ମରଣୀୟ କରିପାରିଛି l ଆମ ସଂସ୍କୃତି ଓ କଳାର ପ୍ରଚାର-ପ୍ରସାର ପାଇଁ ‘ମର୍ନିଙ୍ଗ ଷ୍ଟାର ’ ର ଏହି ପ୍ରୟାସ ଅତ୍ୟନ୍ତ ପ୍ରଶଂସନୀୟ। ଆଗାମୀ ଦିନରେ ଏହି ଆୟୋଜନ ଆହୁରି ଦିବ୍ୟ ଓ ଭବ୍ୟ ହେଉ—ଏହା ମୋର ଶୁଭକାମନା l ଏହି ଅବସରରେ ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବହୁ ପ୍ରତିଭାବାନ ବ୍ୟକ୍ତିଙ୍କୁ ‘କଳା ସମ୍ମାନ’ରେ ସମ୍ମାନିତ କରାଯାଇଥିଲା l ଉତ୍ସବରେ ବିଭିନ୍ନ ସାଂସ୍କୃତିକ ଦଳ ଙ୍କ ଦ୍ୱାରା ଲୋକନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହାସହ ଆୟୋଜିତ ଆକର୍ଷଣୀୟ ନୃତ୍ୟ ପ୍ରତିଯୋଗିତା ଦର୍ଶକଙ୍କୁ ବାନ୍ଧି ରଖିଥିଲା l ଶେଷରେ, ଅନୁଷ୍ଠାନର କର୍ମକର୍ତ୍ତାମାନେ ଯୋଗଦେଇଥିବା ସମସ୍ତ ଅତିଥି, ପ୍ରତିଯୋଗୀ ଓ ଅଞ୍ଚଳବାସୀଙ୍କୁ ହୃଦୟରୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like