-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।

17-Sep-2026



(ରଂଜିତ ମହାନ୍ତି )
ବରୀ ବ୍ଳକ ଅନ୍ତର୍ଗତ ଭଅଁରା ପଞ୍ଚାୟତର ଭଅଁରା ଗ୍ରାମର ମା ଥାନପତି ଠାକୁରାଣୀଙ୍କ ମନ୍ଦିର ପ୍ରାଙ୍ଗଣ ରେ ଦୀର୍ଘ ୩୫ ବର୍ଷରୁ ଉର୍ଦ୍ଧ ହେବ ଗଣେଶ ପୂଜା ପାଳିତ ହୋଇଆସୁଅଛି l କିଛି ଦିନ ପୂର୍ବେ ଯେତେବେଳେ ଗ୍ରାମର ଯୁବକ ମାନେ ପୂଜା ଆରମ୍ଭ କରିଥିଲେ ସେତେବେଳେ   ଗାଁ ରୁ ଶାଢ଼ୀ ନେଇ ସାଜସଜ୍ଜା ସହିତ ବହୁତ କମ୍ ପଇସା ରେ ବେଶ ଧୁମ୍ ଧାମ୍ ରେପୂଜା ଆରମ୍ଭ କରିଥିଲେ l ସେତେବେଳେ ଠାକୁରଙ୍କ ନିକଟରେ ରୀତିନୀତି ଅନୁଯାୟୀ ପୂଜା ସହିତ ହୋମ ଅନୁଷ୍ଠିତ ହୋଇ ବିଶେଷ ଚୁଡ଼ା ଘଷା ଭୋଗ ଲାଗି ହେଉଥିଲା l ସେବଠାରୁ ମା ଥାନପତିଙ୍କ ମନ୍ଦିର ପ୍ରାଙ୍ଗଣରେ ଗଣେଶ ପୂଜା ଯଥାବିଧି ପୂଜାର୍ଚ୍ଚନା ହୋଇଆସୁଛି l ଚଳିତ ବର୍ଷ ଗ୍ରାମର କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ସହ ମିଶି ଯୁବକ ମାନେ ଆକର୍ଷଣୀୟ ତୋରଣ ସହ ରଙ୍ଗ ବେରଙ୍ଗର ଆଲୋକମାଳାରେ ଝଲସୁଛି ଗାଁ ଦାଣ୍ଡ ଓ ଆଡମ୍ବର ସହ  ପୂଜା ପାଇଥିଲେ ପ୍ରଭୁ ବିଘ୍ନ ବିନାଶକ ଗଜାନନ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସମୁହ ପ୍ରସାଦସେବନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like