-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ପରିତ୍ୟକ୍ତ ଶିଶୁ କନ୍ୟାଙ୍କୁ ପ୍ରତିପାଳନ ଯତ୍ନ ପାଇଁ ପ୍ରଦାନ

12-Feb-2021



ବଲାଙ୍ଗିର,: ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା  ଗତ ଅକ୍ଟୋବର ୨୦୨୦ରେ ପାଟଣାଗଡ ଅଂଚଳରୁ ପରିତ୍ୟକ୍ତ ଅବସ୍ଥାରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାଙ୍କୁ ଆସାନସୋଲର ଯୋଗ୍ୟ ଦମ୍ପତ୍ତିଙ୍କୁ ପୋଷ୍ୟ ସନ୍ତାନ ଗ୍ରହଣ ଅଧିନିୟମ ୨୦୧୭ ଅନୁଯାୟୀ ପ୍ରତି ପାଳନ ଯତ୍ନ ପାଇଁ ପ୍ରଦାନ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ଖବର କାଗଜ ବିଜ୍ଞାପନ ମାଧ୍ୟମରେ, ପୋଲିସ ବିଭାଗ ଓ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ଅନୁଷ୍ଠାନ ବଲାଙ୍ଗିର ଉପରୋକ୍ତ ଶିଶୁ କନ୍ୟାଙ୍କର ଜନ୍ମଦାତ୍ରି ମା’, ମାତାପିତା, ଆତ୍ମୀୟ ସ୍ୱଜନ, ଅଭିଭାବକ ବା ଦାବିଦାରଙ୍କର କୌଣସି ଖୋଜ ଖବର ନ ପାଇବାରୁ ବିଧି ଅନୁଯାୟୀ ଶିଶୁ ମଙ୍ଗଳ ସମିତି ଏହି ଶିଶୁ କନ୍ୟାଙ୍କୁ ଆଇନ ଅନୁଯାୟୀ ପୋଷ୍ୟ ସନ୍ତାନ ଭାବେ ଯିବା ପାଇଁ ଯୋଗ୍ୟ ଘୋଷଣା କରିଥିଲେ । ଏହି ପ୍ରକ୍ରିୟା ପରେ ପୋଷ୍ୟ ସନ୍ତାନ ଗ୍ରହଣ ଅନୁଷ୍ଠାନ ବଲାଙ୍ଗିର କର୍ତ୍ତୃପକ୍ଷ ଶିଶୁ କନ୍ୟାଙ୍କ ସମସ୍ତ ବିବରଣୀ (କେରିଙ୍ଗସ୍ )ରେ ଅପଲୋଡ୍ କଲାପରେ ପୂର୍ବରୁ ପୋଷ୍ୟ ସନ୍ତାନ ଗ୍ରହଣ ପାଇଁ ଅନ୍ ଲାଇନରେ ଆବେଦନ କରି ପଞ୍ଜିକୃତ ହୋଇଥିବା ଆସାନସୋଲର ଆବେଦକ ଦମ୍ପତ୍ତି ଙ୍କୁ କାରା ତରଫରୁ ପୋଷ୍ୟ ସନ୍ତାନ ଭାବେ ନେବାକୁ ପ୍ରସ୍ତାବ ଅନ୍‌ଲାଇନରେ ଯାଇଥିଲା । ପ୍ରସ୍ତାବଟିକୁ ଉକ୍ତ ଦମ୍ପତ୍ତି ସଂରକ୍ଷିତ ରଖି ବଲାଙ୍ଗିର ଆସି ଶିଶୁ କନ୍ୟାଙ୍କୁ ଦେଖି ଗ୍ରହଣ କରିବାକୁ ରାଜି ହୋଇଥିଲେ । ଏହି ପ୍ରତିପାଳନ ଯତ୍ନ ପ୍ରଦାନ ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂହ, ଶିଶୁ ମଙ୍ଗଳ ସମିତି ସଭ୍ୟା ସୁନିତା ତ୍ରିପାଠି, ଆନନ୍ଦିନୀ ରଥ, ସୁଧାଂଶୁ କୁମ୍ଭାର, ଚୁଡାମଣି ପଣ୍ଡା, ସଂଯୋଜକ ଚାଇଲ୍ଡ ଲାଇନ, ଗ୍ରାମ ମଙ୍ଗଳ ପାଠାଗାର ସାଲେପାଲିର ସଂପାଦକ କ୍ଷମାନିଧି ମେହେର, ଅରୁଣ ଖୁଆସ ପ୍ରମୁଖ ଉପସ୍ଥିତ            ଥିଲେ । ନିୟମନୁଯାୟୀ ଏହା ପରେ ପୋଷ୍ୟ ସନ୍ତାନ ଗ୍ରହଣ ଚୁକ୍ତିନାମା ତଥା ଆଦେଶ ପାଇଁ ସ୍ଥାନୀୟ ଜିଲ୍ଲା ଜଜ୍ ବା ଫେମିଲି କୋର୍ଟରେ ଆବେଦନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like