-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର

18-Sep-2026



ଗାଇଁତଲା ସ୍ଥିତ ରୋଶନୀ ପବ୍ଲିକ ସ୍କୁଲରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଗଙ୍ଗାଧରଙ୍କ ସାହିତ୍ୟରେ କୃଷକ ସଙ୍ଗୀତ ଓ ନବାନ୍ନକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ସଭାପତି ଆସନରେ ଆସୀନ ଥିଲେ ପ୍ରଫେସର ତରୁଣ କୁମାର ମିଶ୍ର, ଅବସରପ୍ରାପ୍ତ ଅଧ୍ୟାପକ ତଥା ଅଧ୍ୟକ୍ଷ ରାଜେନ୍ଦ୍ର କଲେଜ ବଲାଙ୍ଗୀର । ଏହି ଅବସରରେ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ସୃଜନ ଶକ୍ତିର ବିକାଶ ସକାଶେ ଏକ

କବିତା ପଠନ ହୋଇ ମାତୃଭାଷା ଓଡ଼ିଆ ଭାଷା ରେ ୧୯ ଜଣ କବିତା ଲେଖି ପଠନ କରିଥିଲେ । ପରିଷଦ ସେମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ । ସ୍କୁଲର ଅଧ୍ୟକ୍ଷ ଶ୍ରୀମତୀ ରାଜଲକ୍ଷ୍ମୀ ପଣ୍ଡା ମୁଖ୍ୟ ଅତିଥି , ସ୍କୁଲର ଓଡ଼ିଆ ଶିକ୍ଷକ ପ୍ରକାଶ ଚନ୍ଦ୍ର ସାହୁ , ଡକ୍ଟର ଭବାନୀ ଶଙ୍କର ପଟେଲ,  ଶ୍ରୀମତୀ ରଶ୍ମି  ପାତ୍ର, ରାମ ଶଙ୍କର ଶତପଥି, ବଳିଷ୍ଠ ପଧାନ ମଞ୍ଚାସିନ ଥିଲୋ ମଞ୍ଚ ପରିଚାଳକ ଭାବରେ ଶିକ୍ଷୟତ୍ରୀ ଶ୍ରୀମତୀ ଶର୍ମିଷ୍ଠା ଗୁରୁ ଥିଲେ ।

ଗଙ୍ଗାଧରଙ୍କ  କୃଷକ ସଂଗୀତ  ର ବିସ୍ତୃତ  ବର୍ଣ୍ଣନା ଡକ୍ଟର  ଭବାନୀ ଶଙ୍କର  ପଟେଲ କରିଥିଲେ ।ରଶ୍ମି ପାତ୍ର  ଗଙ୍ଗାଧରଙ୍କ  ଜୀବନୀ ଆଲୋଚନା କରି  କିପରି ଆଦର୍ଶ ମଣିଷ ହେବ ଛାତ୍ର ଛାତ୍ରୀ ଙ୍କୁ ଜାଗୃତି କରାଇ ଥିଲେ । ଶ୍ରୀ ପ୍ରକାଶ  ଚନ୍ଦ୍ର  ସାହୁ ଗଙ୍ଗାଧରଙ୍କ  ସାହିତ୍ଯ  ଉପରେ ଆଲୋକପାତ  କରିଥିଲେ ।ସଭା ଆରମ୍ଭ  ରେ ଦୀପ ପ୍ରଜ୍ବଳନ  ସହ  ମନ୍ତ ପାଠ କରିଥିଲେ

ରଶ୍ମି ପାତ୍ର  ।ପ୍ରାରମ୍ଭିକ  ସଂଗୀତ ଗାନ କରିଥିଲେ ରାମ ଶଙ୍କର  ଶତପଥୀ ।ଯାହା ସମସ୍ତଙ୍କ  ମନ ମୋହିତ କରିଥିଲା ।ମୁ ଖ୍ୟ ଅତିଥୀ ତଥା  ସଭାପତି ଗଙ୍ଗାଧରଙ୍କ ଜୀବନୀ ଉପରେ  ସୁନ୍ଦର  ସୂଚନା କରିଥିଲେ । ଧନ୍ୟବାଦ  ପ୍ରଦାନ  କରିଥିଲେ ବଳିଷ୍ଠ ପଧାନ । ଯାହା ଉପାଦେୟ ହୋଇଥିଲା। ଗୁରୁ ମେଡମ୍ ମଞ୍ଚ ପରିଚାଳନା ସୁଚାରୁ ରୂପେ  ପ୍ରତିପାଦନ କରିଥିଲେ।ଶେଷରେ ଡକ୍ଟର  ଭବାନୀ ଶଙ୍କର  ପଟେଲ, ବଳିଷ୍ଠ  ପଧାନ,ଓ ରାମଶଙ୍କର  ଶତପଥୀ , ପ୍ରକାଶ  ଚନ୍ଦ୍ର  ସାହୁ ନିଜ  କବିତା ଆବୃତି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like