-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"

19-Sep-2026



ବଲାଙ୍ଗୀର:ସ୍ଥାନୀୟ କଲେଜ ଛକ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ତିନି ଦିନ ଧରି ହେବାକୁ ଥିବା ୨୪ତମ ପ୍ରାଦେଶିକ ସଂସ୍କୃତି ମହୋତ୍ସବ ଉଦଘାଟିତ ହୋଇଯାଇଛି।କାର୍ଯ୍ୟକ୍ରମ ର ଅଧ୍ୟକ୍ଷ ଇଂ. ବେଲାଲ ସିଂ ଭୋଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ତପୋବନ ଆଶ୍ରମ ର ସ୍ୱାମୀ ତେଜୋମୟା ନନ୍ଦ,ମୁଖ୍ୟ ବକ୍ତା ଭାବେ ଅଧ୍ୟକ୍ଷ ଶିକ୍ଷା ବିକାଶ ସମିତି,ଓଡ଼ିଶା କମଳାକାନ୍ତ

ମିଶ୍ର,ସମ୍ମାନୀତ ଅତିଥି ଭାବେ ପୂର୍ଵ କ୍ଷେତ୍ର କାର୍ଯ୍ୟକାରିଣୀ ସଦସ୍ୟ ଦିବାକର ଘୋଷ ଯୋଗଦେଇଥିଲେ।ମୁଖ୍ୟ ଅତିଥି ସ୍ୱାମୀ ତେଜୋମୟା ନନ୍ଦ ନିଜ ବକ୍ତବ୍ୟରେ ଭାରତୀୟ ସଂସ୍କୃତି ହେଉଛି ଆମ ଜାତୀୟ ଜୀବନର ମୂଳ ଆଧାର ବୋଲି କହିବା ସହ ଆମର ପରମ୍ପରା,ମୂଲ୍ୟବୋଧ,ଆଚାର -ବିଚାର ଓ ଜୀବନ ଦର୍ଶନକୁ ନୂତନ ପିଢ଼ି ମଧ୍ୟରେ ପହଞ୍ଚାଇବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କହିଥିଲେ।ମୁଖ୍ୟ ବକ୍ତା ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ ଶିକ୍ଷା କେବଳ ପାଠ୍ୟ ପୁସ୍ତକ ମଧ୍ୟରେ ସୀମିତ ନୁହେଁ;ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ ବୋଲି କହିବା ସହ ଆଜିର ଛାତ୍ରଛାତ୍ରୀ ଆଗାମୀ ଦିନର ସମାଜ ଓ ରାଷ୍ଟ୍ରର ନେତୃତ୍ୱ ନେବେ ବୋଲି କହିଥିଲେ।ସମ୍ମାନୀତ ଅତିଥି ଶ୍ରୀ ଘୋଷ ନିଜ ବକ୍ତବ୍ୟରେ ଆମର ସମୃଦ୍ଧ ସଂସ୍କୃତି ଓ ପରମ୍ପରା କୁ ସୁରକ୍ଷିତ ରଖି ଆଗାମୀ ପିଢ଼ି କୁ ହସ୍ତାନ୍ତର କରିବା ଆଜିର ସମୟର ଆବଶ୍ୟକତା ବୋଲି କହିଥିଲେ।ପରିଚୟ ପ୍ରଦାନ କରିଥିଲେ ସଂଯୋଜକ ଦକ୍ଷିଣ-ପଶ୍ଚିମ ସମ୍ଭାଗ ପ୍ରକାଶ ଚନ୍ଦ୍ର ତ୍ରିପାଠୀ,ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ପ୍ରାନ୍ତ ସଂସ୍କୃତି ବୋଧ ସଂଯୋଜକ ଆଶିଷ କୁମାର ରଥ।ଧନ୍ୟବାଦ ଦେଇଥିଲେ ତ୍ରିବିକ୍ରମ ଦାଶ,ସଭାପତି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର,କଲେଜ ଛକ ବଲାଙ୍ଗୀର।ସଭାପରେ ସଂସ୍କୃତି ବୋଧ ପ୍ରଶ୍ନ ମଞ୍ଚ,ଆଚାର୍ଯ୍ୟ ପତ୍ର ବାଚନ,ମୂର୍ତ୍ତିକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ୭୪ଜଣ ଛାତ୍ର,୧୧୦ଜଣ ଛାତ୍ରୀ,୭୫ଜଣ ମାର୍ଗଦର୍ଶକ ଶିକ୍ଷକ ଯୋଗଦେଇଛନ୍ତି।କଲେଜ ଛକ ସରସ୍ବତୀ

ଶିଶୁ ବିଦ୍ୟା ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ରବୀନ୍ଦ୍ର କୁମାର ମିଶ୍ର,ସମ୍ପାଦକ ନୀଳାଞ୍ଚଳ ଚିର୍ଗୁନ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ମହୋତ୍ସବ ମାଧ୍ୟମରେ ବିଭିନ୍ନ ପ୍ରତିଭାର ପ୍ରଦର୍ଶନ ସହ ପରସ୍ପର ଭାବ ବିନିମୟ ସୁଯୋଗ ସୃଷ୍ଟି ହେଉଛି।ଏହି କାର୍ଯ୍ୟକ୍ରମ ରେ ସମସ୍ତ ଗୁରୁଜୀ,ଗୁରୁମା,ସେବକ,ସେବିକା ଅଭିଭାବକ,ଅଭିଭାବିକା,ବିଦ୍ୟାଳୟ ପରିଚାଳନା କମିଟି ର ସମସ୍ତ ସଦସ୍ୟ,ସଦସ୍ୟା ସହଯୋଗ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like