-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||     

HOME   ଜିଲ୍ଲା

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*

19-Sep-2026



ନବରଙ୍ଗପୁର:(ପ୍ରିୟଦର୍ଶିନୀ ପାତ୍ର)
ବେଆଇନ ଗଛ କଟା, ଆର୍ଥକ ଅନିୟମିତତ ଅଭିଯୋଗରେ ଶୁକ୍ରବାର ନବରଙ୍ଗପୁର ଜିଲା ମଇଦଲପୁର ସେକ୍ସନ ବନପାଳ ବିପିନ କୁମାର ହରିଜନଙ୍କୁ ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଉଦୟନ ସୁବୁଦ୍ଧି ନିଲମ୍ବନ କରିଛନ୍ତି। ବନପାଳ ହରିଜନ ପୂର୍ବରୁ ଝରିଗାଁ ରେଞ୍ଜ ଅଧୀନ ମୋହରା ସେକ୍ସନ ଦାୟିତ୍ଵରେ ରହିଥ‌ିବା ସମୟରେ ଦେଓବନ୍ଧରୁ ଜମାଦାରପଡ଼ା ରାସ୍ତାରେ ବେଆଇନ ଭାବେ ୟୁକାଲିପଟାସ ଗଛ କଟାଯିବା ଏବଂ ମୋହରା ସେକ୍ସନର ଦାୟିତ୍ଵରେ ଥିବା ସମୟରେ ବେଆଇନ ଆର୍ଥକ କାରବାର କରିଥିବା ନେଇ ପ୍ରମାଣ ମିଳିଥିଲା। ଉକ୍ତ ବିଷୟରେ ପୂର୍ବରୁ ଦିଆଯାଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ସନ୍ତୋଷଜନକ ନ ଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ନବରଙ୍ଗପୁର ବନଖଣ୍ଡ ଅଧିକାରୀ ସୁବୁଦ୍ଧି ଚିଠିରେ ଉଲେଖ କରିଛନ୍ତି ଛନ୍ତି।ନିଲମ୍ବନ ସମୟରେ ସେ ନବରଙ୍ଗପୁର ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ରହିବ।ସକ୍ଷମ ଅଧିକାରୀଙ୍କ ଅନୁମତି ବିନା ସେ ମୁଖ୍ୟାଳୟ ଛାଡି ପାରିବେ ନାହିଁ।ଏହି ସମୟରେ ସେ Orissa Service Code ର Rule 90 ଅନୁଯାୟୀ ଭରଣପୋଷଣ ଭତ୍ତା (Subsistence Allowance) ପାଇବେ।ଏହାଶହ *ମେମୋ ନଂ 5381 ଏବଂ 5382:*ପ୍ରକାରେ ଏହି ଆଦେଶର କପି ଡାବୁଗାଁ ରେଞ୍ଜ ଅଫିସର ଏବଂ କୋରାପୁଟ RCCF ଙ୍କୁ ଅବଗତି ଓ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ପଠାଯାଇଛି। ଡାବୁଗାଁ ରେଞ୍ଜ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ ସେ ଶ୍ରୀ ହରିଜନଙ୍କୁ ତୁରନ୍ତ ରିଲିଭ୍ କରି ନବରଙ୍ଗପୁରରେ ରିପୋର୍ଟ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026

You Might Also Like