-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||     

HOME   ଜିଲ୍ଲା

କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍

19-Sep-2026



(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଐତିହାସିକ ରାମଗଡ ମାଟି ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ୨୦୨୬ ଅନୁଷ୍ଠିତ ହୋଇଛି । ଯୁବ ସଂଗଠକ ଘନଶ୍ୟାମ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ବିଶିଷ୍ଟ ଅତିଥି ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ୍ ଖାନ୍, ମୁଖ୍ୟବକ୍ତା ବିଶିଷ୍ଟ ସାହିତ୍ୟିକ ଗୈରାଙ୍ଗ କୁମାର ସାହୁ , ସମ୍ମାନିତ ଅତିଥି ଲମ୍ବୋଦର ନିଆଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କର୍ମୀ ଓରାମ , ସିନାପାଲି ଥାନା ଭାରାପ୍ରାପ୍ତ ମହେଶ୍ୱର ପାଣିଗ୍ରାହୀ ଉପସ୍ଥିତ ରହିଥିଲେ । ସର୍ବପ୍ରଥମେ ସମଲେଇ ମାଁଙ୍କ ପୂଜାର୍ଚ୍ଚନା ପରେ ପଞ୍ଚାୟତ ହାଇସ୍କୁଲର ଛାତ୍ରଛାତ୍ରୀ ମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ଗାଁର ବିକାଶ ପାଇଁ ବିଶେଷ ଅବଦାନ ଥିବା  ସମାଜସେବୀ ଗୁଣଧର ମେହେର ଓ ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ୍ ଖାନ୍ ଙ୍କୁ  ସମ୍ବର୍ଦ୍ଧନା ଦିଆଯାଇଥିଲା । ଐତିହ୍ୟ ସମ୍ପନ୍ନ ମାଟିର କଳା ସଂସ୍କୃତି ଯୁବ ସଂଗଠନ ଏକତା ପାଇଁ ଆଜିକାର ଅତିଥି ଏବଂ ମୁଖ୍ୟବକ୍ତା ନିଜର ଅଭିଭାଷଣ ପ୍ରଦାନ କରି ସମସ୍ତଙ୍କୁ ଆକର୍ଷିତ କରିପାରିଥିଲେ । ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଯଥା ବାସନ୍ତୀ କଳା ପରିଷଦ ସୋନପୁର,ଡାଲଖାଇ, ରସରକେଲି, ଛତିଶଗଡି ଗାୟିକା ରୋସନୀ ତ୍ରିପାଠୀ,ଡ୍ୟାନ୍ସ ଧମାକ୍ ଦର୍ଶକଙ୍କ ମନ ମୋହି ଥିଲା ।  କାର୍ଯ୍ୟକ୍ରମକୁ ଗୁପ୍ତେଶ୍ୱର ମେହେର ପରିଚାଳନା କରୁଥିବା ବେଳେ ଡିସମ୍ବର ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026

You Might Also Like