-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି

19-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥାରେ ଗଣତନ୍ତ୍ରକୁ ଅନେକ ନୂତନ ଆହ୍ୱାନର ସାମ୍ନା କରିବାକୁ ପଡ଼ୁଛି । ପ୍ରଯୁକ୍ତିବିଦ୍ୟା ବଦଳୁଛି ଏବଂ ଅନୁଷ୍ଠାନଗୁଡ଼ିକ ମଧ୍ୟ ପରିବର୍ତ୍ତିତ ହେଉଛି । କି;ୁ ଗଣତନ୍ତ୍ର ପ୍ରତ୍ୟେକ ନାଗରିକଙ୍କ ପାଇଁ ସମାନତା ସୁନିଶ୍ଚିତ କରିବା ଆବଶ୍ୟକ ଏବଂ ଏହି ନୀତି କେବେବି ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଛନ୍ତି ।

ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ଆୟୋଜିତ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘର ସମ୍ମିଳନୀର ‘ସୁଗମ୍ୟ ସଂସଦ: ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଅନ୍ତର୍ଭୁକ୍ତିକରଣ’ କାର୍ଯ୍ୟକ୍ରମରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ ଋଷି ଅଷ୍ଟବକ୍ରଙ୍କ ଉଦାହରଣ ଦେଇ କହିଛନ୍ତି ଯେ ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ । ଭାରତୀୟ ଗଣତନ୍ତ୍ରରେ ମଧ୍ୟ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି । ୨୦୨୪ ସାଧାରଣ ନିର୍ବାଚନରେ ୯୦ ଲକ୍ଷରୁ

ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ କାର୍ଯ୍ୟକ୍ରମରେ ଯୋଗଦାନ

ଅଧିକ ଦିବ୍ୟାଙ୍ଗ ବ୍ୟକ୍ତି ଭୋଟର ଭାବରେ ପଞ୍ଜୀକୃତ ହୋଇଥିଲେ । ଏବେ ସଂସଦ ଓ ବିଧାନସଭାର ଡିଜିଟାଇଜେସନ୍‌ କରାଯାଉଛି ଏବଂ ଏହା ସେମାନଙ୍କ ପ୍ରତିନିଧିତ୍ୱ ଏବଂ ଯୋଗଦାନକୁ ଅଧିକ ସୁନିଶ୍ଚିତ କରିପାରିବ । ସରକାରଙ୍କ ଦ୍ୱାରା ପ୍ରଣିତ ‘ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଅଧିକାର ଆଇନ, ୨୦୧୬’ ଦିବ୍ୟାଙ୍ଗମାନଙ୍କ ପାଇଁ ସମାନତା, ସୁଗମ୍ୟତା ଏବଂ ଅଂଶଗ୍ରହଣ ପାଇଁ ଅବସର ଆଣିଦେଇଛି ବୋଲି ଶ୍ରୀମତୀ ପାଢ଼ୀ କହିଛନ୍ତି ।
ବାଚସ୍ପତି ଶ୍ରୀମତୀ ପାଢ଼ୀ ଆହୁରି ମଧ୍ୟ କହିଛନ୍ତି ଯେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ସହାୟତା ପାଇଁ ‘ବାଣୀଶ୍ରୀ ବୃତ୍ତି’ ଏବଂ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ’ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଓଡ଼ିଶାରେ ମଧ୍ୟ ସହାୟକ ଉପକରଣ, ଦକ୍ଷତା ବିକାଶ, ପୁନର୍ବାସ, ସ୍ୱତନ୍ତ୍ର ଶିକ୍ଷା, ସାମାଜିକ ସୁରକ୍ଷା, କ୍ରୀଡ଼ା ଏବଂ ଜୀବିକା ନିର୍ବାହର ସୁଯୋଗ ପାଇଁ ସହାୟତା ଯୋଗାଇ ଦିଆଯାଉଛି ବୋଲି ସେ ଉଲ୍ଲେଖ କରିଛନ୍ତି । 
ଏହି ଅବସରରେ ଝାଡ଼ଖଣ୍ଡର ବାଚସ୍ପତି ଶ୍ରୀ ରବିନ୍ଦ୍ରନାଥ ମହାତୋ, ରାଜ୍ୟସଭା ସାଂସଦ ସି. ସଦାନନ୍ଦନ ମାଷ୍ଟର, ମହାରାଷ୍ଟ୍ର ବିଧାନ ପରିଷଦର ଅଧ୍ୟକ୍ଷ ପ୍ରଫେସର ରାମ ସିନ୍ଧେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । 
ଏଠାରେ ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀରେ ବାଚସ୍ପତି ଶ୍ରୀମତୀ ପାଢ଼ୀଙ୍କ ସହ ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଯୋଗଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like