-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା

20-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ ସିଂଘିଯୁବା ଗ୍ରାମର କଲଣିପଡା ଠାରେ ଦୀର୍ଘ ୭ଦିନ ଧରି ବହୁ ଆଡମ୍ବର ଓ ଭକ୍ତିମୟ ପରିବେଶରେ ବିଦ୍ୟାଦାତା ଶ୍ରୀଗଣେଶଙ୍କ ପୂଜା ପାଳିତ ହୋଇଯାଇଛି ।ସୂଚନାଯୋଗ୍ୟ ଯେ କମିଟି ପକ୍ଷରୁ ଦୀର୍ଘ ୧୭ ବର୍ଷ ଧରି ଗଣେଶ ପୂଜା ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଆସୁଛି।ଗଣେଶ ଚତୁର୍ଥୀରୁ ଆରମ୍ଭ ହୋଇ ୭ ଦିନ ଧରି ଗଣପତିଙ୍କ ପୂଜା ମହାସମାରୋହରେ କରା ଯାଇଥିଲା । ଆଜି ସନ୍ଧ୍ୟାରେ ନାଚ ଗୀତର ତାଳେ ତାଳେ ଓ ଢିଯେ ବାଜାର କମ୍ପନରେ ଶ୍ରୀ ଗଣେଷଙ୍କୁ କମିଟି ସଦସ୍ୟ ଓ ଭକ୍ତମାନେ ଏକ ବିରାଟ ଶୋଭାଯାତ୍ରାରେ ସିଂଘିଯୁବା ଗ୍ରାମ ପରିକ୍ରମା କରି ନିକଟ ପାପୀ କେନାଲ ଠାରେ ଶ୍ରୀ ଗଣେଶଙ୍କୁ ଭକ୍ତିମୟ ପରିବେଶରେ ବିସର୍ଜନ କରାଯାଇଥିଲା ।ଏହି ଅବସରରେ ପୂଜକ ଭାବେ ଶତପଥୀ,କର୍ତ୍ତା ଭାବେ ଦନାର୍ଦନ ସା, କମିଟି ସଭାପତି ପ୍ରଭାକର ସା କାର୍ଯ୍ୟ ତୁଲାଇଥିବା ବେଳେ ସମ୍ପାଦକ ଆନନ୍ଦ ଧାରୁଆ ପୂଜା କାର୍ଯ୍ୟ ପରିଚାଳନା କରିଥିଲେ।ଏହି ଶୋଭାଯାତ୍ରାରେ ଚିନ୍ମୟ ସାହୁ,ପ୍ରହଲ୍ଲାଦ ସାହୁ,ଏମ. କୈଳାସ,ସୁରଜ ସାହୁ,କୈଳାସ ସାହୁ,ରମେଶ ସାହୁ,ବିଶ୍ୱାମିତ୍ର ଧରୁଆ,ବିଶ୍ୱଜିତ ଧରୁଆ,ଶଙ୍କର ସାହୁ,ସୁଶୀଲ ସେଠ,ଶିବା ନାଗ, ପିଙ୍କୁ ସାହୁ,ରିଙ୍କୁ ସାହୁ,ବୁଠି ସମରୁ,ପ୍ରକାଶ ସେଠୀ,ବଡ ସାନ,ସମାରୁ,କେଶବ,ଗୁଣ୍ଡୁ, ସୁଶାନ୍ତ,ଟିକୁ,ନିମାଇଁ,ଚୂଡାମଣି ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like