-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍

20-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ଆଜି ସ୍ଥାନୀୟ କଦଳୀ ମୁଣ୍ଡା ନର୍ସରୀ ଠାରେ ଏକ ରଙ୍ଗାରଙ୍ଗ ପରିବେଶ , ତଥା ନାଚଗୀତ ମଧ୍ୟରେ ନୂଆଁଖାଇ ଭେଟଘାଟ ପାଳିତ ହୋଇଯାଇଛି। ଜିଲ୍ଲା ଓଲିଲ ସଂଘର ପ୍ରାୟ ୧୫୦ ଜଣ ଓକିଲ ଏଥିରେ ଅଂଶଗ୍ରହଣ କରିଥିଲେ।  ସମସ୍ତ ସଭ୍ୟ ନୂଆଁଖାଇ ଜୁହାର କରି ନିଜ ନିଜ ମତାମତ ରଖିଥିଲେ। ଏହି ଭେଟଘାଟ ମାଧ୍ୟମରେ ଓକିଲ ମାନଙ୍କ ମଧ୍ୟରେ ଭାବର ଆଦାନପ୍ରଦାନ, ସମନ୍ୱୟ ସ୍ଥାପନ ହୋଇପାରିଛି। ଓକିଲ ମାନଙ୍କ ଅଭାବ ଅସୁବିଧା କିମ୍ବା ସ୍ୱାସ୍ଥ୍ୟଗତ ସମସ୍ୟା ସମୟରେ ଓକିଲ ବନ୍ଧୁ  ମନେ ପାରୁ ପର୍ଯ୍ୟନ୍ତ ସହଯୋଗର ହାତ ବଢାଇବା ସହ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ର ମର୍ଯ୍ୟାଦା କୁ ବଜାୟ ରଖିବା ପାଇଁ ମତପ୍ରକାଶ ପାଇଥିଲା। ଆଗାମୀ ଦିନରେ ଓକିଲ ବନ୍ଧୁ ମାନଙ୍କୁ ନେଇ ଏପରି ଅନେକ କାର୍ଯ୍ୟକ୍ରମ ରହିଥିବା ଆୟୋଜକ କମିଟି ତରଫରୁ ପ୍ରକାଶ। ଓକିଲ ମାନଙ୍କ ଦୁର୍ଦ୍ଦିନ ସମୟରେ ତାଙ୍କ ପରିବାରକୁ ଆର୍ଥିକ ସହଯୋଗ ନିମନ୍ତେ ଟ୍ରଷ୍ଟ ଫଣ୍ଡ ଗଠନ କରାଯାଇଛି। ତେବେ ଏହାର ସଠିକ୍ ବିନିଯୋଗ ହେବାର ଆବଶ୍ୟକତା ଉପରେ ଜୋର ଦିଆଯାଇଥିଲା। ଏକ ପ୍ରାକୃତିକ ପରିବେଶ ମଧ୍ୟରେ ସମଭାବାପନ୍ନ ଓକିଲ ବନ୍ଧୁ ମାନଙ୍କ ଏହି ଭେଟଘାଟ କାର୍ଯ୍ୟକ୍ରମକୁ ସାଧାରଣରେ ପ୍ରଶଂସା କରାଯାଇଛି। 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like