-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ବାଳିକା ସ୍କୁଲ ଏବେ ମଦ୍ୟପ ମାନଙ୍କର ଆଡ୍ଡାସ୍ଥଳୀ

13-Oct-2020



 

ଖଣ୍ଡପଡା, ନୟାଗଡ ,୧୩/୧୦-(ପ୍ରଦୀପ କୁମାର ପାଣ୍ଡ|)- ନୟାଗଡ ଜିଲ୍ଲା ପଠାଣି ସାମନ୍ତଙ୍କ ମାତୃଭୂମି ଖଣ୍ଡପଡା ସହରରେ 1905ମସିହାରୁ କାର୍ଯ୍ୟକାରୀ ହୋଇଆସୁଥିଲା ଜେଲ ରୋଡ଼ରେ ଅବସ୍ଥିତ ଟାଉନ ବାଳିକା ପ୍ରାଥମିକ ବିଦ୍ୟାଳୟ  |ସରକାରଙ୍କ ନିୟମ ଅନୁଯାଇ କମ ଉପସ୍ଥାନ ବିଶିଷ୍ଟ ବିଦ୍ୟାଳୟ ଗୁଡିକର ତାଲିକା ମଧ୍ୟରେ ଏହି ବିଦ୍ୟାଳୟ ଟି ସ୍ଥାନ ପାଇସାରିଛି| ତେଣୁ 2020-21ଶିକ୍ଷା ବର୍ଷରେ ଖଣ୍ଡପଡା ଟାଉନ ବାଳିକା ପ୍ରାଥମିକ ବିଦ୍ୟାଳୟ  କୁ ବନ୍ଦ କରାଯାଇ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ସହିତ ମିଶ୍ରଣ କରାଯାଇଛି | ନୟାଗଡ଼ଖଣ୍ଡପଡା ବ୍ଲକର ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟ ତରଫରୁ ମିଳିଥିବା ସୂଚନା ଅନୁଯାଇ ଉକ୍ତ ବିଦ୍ୟାଳୟ ର ଶିକ୍ଷାର୍ଥୀ ଙ୍କ ଉପସ୍ଥାନ ସରକାରୀ ଗାଇଡ଼ଲାଇନ ହିସାବରେ କମିଥିବାରୁ ବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟା କରାଯାଇଛି |ବିଦ୍ୟାଳୟ କତୃପକ୍ଷ ସରକାରୀ ନିୟମକୁ ମାନି ବିଦ୍ୟାଳୟରେ ତାଲାପକେଇ ଥିବା କଥା ସ୍ୱୀକାର କରିଛନ୍ତି | ସୂଚନା ମୁତାବକ ଶ୍ରେଣୀ ଗୃହ ଗୁଡିକ ତାଲାପଡି ରହିଥିବା ବେଳେ ବିଦ୍ୟାଳୟ ର ମୁଖ୍ୟ ଫାଟକ ଟି ଖୋଲା ପଡିଛି ଏହାର ସୁଯୋଗ ନେଇ ଭଦ୍ରମୁଖା ପିନ୍ଧା ମଦ୍ୟପ ମାନେ ଟାଉନ ବାଳିକା ପ୍ରାଥମିକ ବିଦ୍ୟାଳୟ ଟିକୁ ଓପନଏୟାର ବାର  ବନେଇ ରଖିଥିବା ଜନସାଧାରଣ ରେ ବେସ ଚର୍ଚ୍ଚାର ବିଷୟ ପାଲଟିଛି | ବେଳେ ବେଳେ ଭୋଜି ଭାତ ର ଆସର ମଧ୍ୟ୍ୟ ଜମୁଥିବା ଦୃଷ୍ଟି ଗୋଚର ହେଉଛି | ପୋଲିସ ପେଟ୍ରୋଲିଙ୍ଗ ର ଦୃଷ୍ଟି ଆଢ଼ୁଆଳ ରେ ମଦ୍ୟପ ମାନେ ବିଦ୍ୟାଳୟ ବାରଣ୍ଡା ତଥା ପରିସରରେ ଆଡା ଜମାଉଥିବା ବେଳେ ମଦବୋତଲ, ଗ୍ଲାସ, ଖଲି, ଠୁଙ୍ଗା ଏବଂ ଅନେକ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ରେ ଉକ୍ତ ବିଦ୍ୟାଳୟ ପରିସରକୁ ଦୂଷିତ କରୁଛନ୍ତି | ପ୍ରକାଶଥାଉକି ଏହି ସର୍ବପୁରାତନ ଟାଉନ ବାଳିକା ପ୍ରାଥମିକ ବିଦ୍ୟାଳୟଟିର ଉର୍ନ୍ନତିକରଣ ରେ ଲକ୍ଷ ଲକ୍ଷ ସରକାରୀ ଅର୍ଥ ବ୍ୟୟ ହୋଇଥିବା ବେଳେ କର୍ତ୍ତୃପକ୍ଷ ଙ୍କ ଅବହେଳିତ କାର୍ଯ୍ୟ ହେତୁ ବର୍ତମାନ ଏହା ମଦ୍ୟପ ମାନଙ୍କ ପାଇଁ ଏକ ସୁରକ୍ଷିତ ସ୍ଥାନ ଭାବେ ପରିଗଣିତ ହୋଇଛି ବୋଲି ଅଞ୍ଚଳ ରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି | ଉକ୍ତ ବିଦ୍ୟାଳୟ ର ରକ୍ଷଣାବେକ୍ଷଣ ଦିଗରେ ସ୍ଥାନୀୟ ତଥା ଜିଲ୍ଲା ପ୍ରଶାସନ ଏବଂ ଶିକ୍ଷା ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଯୁଦ୍ଧ କାଳୀନ ଭିତିରେ ଦୃଷ୍ଟି ଦେବାପାଇଁ ଜନସାଧାରଣ ରେ ଦାବି ହେଉଛି | 


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like