-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।

21-Sep-2026



.କଳାହାଣ୍ଡି,,କୋକସରା (ତ୍ରିନାଥ ବେଶ୍ରା )
ଆସନ୍ତା ୨୭ ତାରିଖରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କଳାହାଣ୍ଡି ଜିଲ୍ଲା ଗସ୍ତ ରେ ଆସି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ବେଳେ ସୋମବାର କୋକସରା ବ୍ଲକ କୋକସରା ଓ ଆମପାଣି ମଣ୍ଡଳ।ବିଜେପି କର୍ମକର୍ତ୍ତା ଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ କାଉଡୋଳା ଧାନ ମଣ୍ଡି ପରିସରରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲା ସାଧାରଣ ସମ୍ପାଦକ ହିମାଂଶୁ ପଣ୍ଡା ଏହି ବୈଠକରେ ଯୋଗ ଦେଇ ରାଜ୍ୟ ସଭାପତି ଶ୍ରୀ ସାମଲ ଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ କୁ ସୁସଂଗଠିତ,ଶୃଙ୍ଖଳିତ ଓ ସଫଳତା ର ସହ ଆୟୋଜନ କରିବା ନେଇ କାଉଡୋଳା ଧାନମଣ୍ଡି ପରିସରରେ ଆମପାଣି ଓ କୋକସରା ମଣ୍ଡଳ କର୍ମକର୍ତ୍ତା ଙ୍କ ବୈଠକରେ କାର୍ଯ୍ୟକ୍ରମର ସୁଚାରୁ ପରିଚାଳନା, ଅଧିକ ସଂଖ୍ୟାରେ କାର୍ଯ୍ୟକର୍ତ୍ତାଙ୍କ ଯୋଗଦାନ ଏବଂ ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳାର ସହିତ ସମ୍ପାଦନ କରିବା ନେଇ ବିଭିନ୍ନ ପ୍ରସଙ୍ଗ ରେ ଆଲୋଚନା କରାଯାଇଥିଲା।କାର୍ଯ୍ୟକ୍ରମ ରେ ଜିଲ୍ଲା ଅନୁସୂଚିତ ଜନଜାତି ମୋର୍ଚ୍ଚା ସଭାପତି ତ୍ରିନାଥ ଶବର,ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର,କୋକସରା ମଣ୍ଡଳ ସଭାପତି ବସନ୍ତ ନାଗ, ଜିଲ୍ଲା ପ୍ରତିନିଧି ଅର୍ଜୁନ ଭାଟି, ଦୁର୍ଗା ପ୍ରଧାନୀ, ମଣ୍ଡଳ ପ୍ରଭାରୀ ଗଣେଶ ନନ୍ଦ,ଆମପାଣି ମଣ୍ଡଳ ସାଧାରଣ ସମ୍ପାଦକ ଦ୍ରୋଣାଚାର୍ଯ୍ୟ ପୂଝାରୀ, ଯୁବମୋର୍ଚ୍ଚା ସଭାପତି ତ୍ରିଲୋକ୍ୟ ବେଶ୍ରା, କୋକସରା ମଣ୍ଡଳ ସାଧାରଣ ସମ୍ପାଦକ ଶାରଳା ପ୍ରସାଦ ପ୍ରଧାନୀ, ଆମପାଣି ମଣ୍ଡଳ ଏସସି ସେଲ ସଭାପତି ରଘୁନାଥ ଖମାରି,ସନ୍ତୋଷ ମାଝୀ, ଅରୁଣ ଗୋୟଲ, ସୁଶିଳ ପାଢ଼ୀ,ଚକ୍ରଧର ବେଶ୍ରା, ନବୀନ ପ୍ରଧାନୀ,ମୁକୁନ୍ଦ ପଟ୍ଟନାୟକ,ନରେନ୍ଦ୍ର ପ୍ରଧାନୀ, ସମେତ ମହିଳା ମୋର୍ଚ୍ଚା ର କର୍ମକର୍ତ୍ତା ଓ କୋକସରା, ଆମପାଣି ମଣ୍ଡଳ ର ଶତାଧିକ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like