-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ

21-Sep-2026



ଲୋଇସିଂହା, (ପ୍ରେରଣା ଖବର) ନବସାକ୍ଷରଙ୍କ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଲୋଇସିଂହା ବ୍ଲକ ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ନବସାକ୍ଷରଙ୍କ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ୨୦ ସେପ୍ଟେମ୍ବର ୨୦୨୬ ରବିବାର ଦିନ ବ୍ଲକର ସମସ୍ତ କ୍ଳଷ୍ଟରର ସମସ୍ତ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି l ବ୍ଲକରେ ଚିହ୍ନଟ କରାଯାଇଥିବା ନବସାକ୍ଷରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ମୋଟ ୨୦୯୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ l ସେଥିମଧ୍ୟରୁ ପୁରୁଷ ପରୀକ୍ଷାର୍ଥୀ ୮୮୫ ଜଣ ଓ ମହିଳା ପରୀକ୍ଷାର୍ଥୀ ୧୨୧୧ ଜଣ l ପର୍ଯ୍ୟବେକ୍ଷକ ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବଲାଙ୍ଗିର ରୀନା କୁମାରୀ ବେହେରା, ଲୋଇସିଂହା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ନାରାୟଣ ଭୁଏ, ସହ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରୁଦ୍ରଦେବ ଷଡ଼ଙ୍ଗୀ ଯୋଗ ଦେଇ ବ୍ଲକର ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପରିଦର୍ଶନ କରି ତଦାରଖ କରିଥିଲେ l ନବସାକ୍ଷରମାନେ ଉତ୍ସାହିତ ହୋଇ ପରୀକ୍ଷା କେନ୍ଦ୍ରକୁ ଆସିଥିଲେ l ବ୍ଲକ ର ସମସ୍ତ ସିଆରସିସି, ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ/ଶିକ୍ଷୟିତ୍ରୀ ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷୟିତ୍ରୀ ଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like