-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ

22-Sep-2026



ଟିଟିଲାଗଡ(ପ୍ରେରଣା ଖବର)-  ଟିଟିଲାଗଡରେ ଆଜି ସଂଧ୍ୟା ସମୟରେ ବର୍ଷା ସହ ଘଡଘଡି ମାରିଥିଲା। ଜଗୁଆ ଗ୍ରାମ ପଞ୍ଚାୟତର ଭାଟିପଡା ଗ୍ରାମରେ ବିଲରେ ଆଠ ଜଣ ଘାସ ବାଛୁଥିବା ବେଳେ ବିଜୁଳି ମାରିବା ଯୋଗୁଁ ଗୀତାଞ୍ଜଳି ଖର୍ସେଲଙ୍କ (୧୬)ଘଟଣା ସ୍ଥଳରେ ପ୍ରାଣ ବାୟୁ ଉଡି ଯାଇଛି । ତାଙ୍କ ସହ ଥିବା କାନ୍ତି ଖର୍ସେଲ ( ୨୧) ଓ ମଥୁରା ଖର୍ସେଲ ( ୪୫) ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ଚାରି ଜଣ ସାମାନ୍ୟ ଆହତ ହୋଇଛନ୍ତି। ତିଳୋତ୍ତମା ଖର୍ସେଲ, ଗୁଲାପି ଖର୍ସେଲ, ବର୍ଷା ଖର୍ସେଲ, ପ୍ରୀତି ଖର୍ସେଲ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ତେବେ ଖବର ପାଇ ଘଟଣା ସ୍ଥଳକୁ ସିହିନି ସରପଞ୍ଚ ଶ୍ରୀଯୁକ୍ତ ବୀରବର ସାହୁ, ସେହି ଅଞ୍ଚଳର କଦମ ଠେଲା, ମଗନ୍ ଖର୍ସେଲ, ଚେୟାରମେନ ଖର୍ସେଲ, ହିମ ସାଗର ଖର୍ସେଲ ପହଞ୍ଚିବା ସହ ପୋଲିସ ପିଶିଆର ସଦସ୍ୟ ପହଞ୍ଚି ଟିଟିଲାଗଡ ସରକାରୀ ଡାକ୍ତରଖାନାକୁ ନେଇଥିଲେ । ତେବେ ଗୁରୁତର ଅବସ୍ଥାରେ ଥିବା ମୃତକଙ୍କ ଭଉଣୀ ରାକ୍ଷୀ ଖର୍ସେଲଙ୍କୁ ବଲାଙ୍ଗୀର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଶ୍ରୀଯୁକ୍ତ ବୀରବର ସାହୁ ସ୍ଥାନିୟ ତହସିଲଦାରଙ୍କୁ ଫୋନ୍ କରି ଅବଗତ କରାଇବା ପରେ ରାଜସ୍ବ ନିରୀକ୍ଷକ କୋଶଲ ବେହେରାଙ୍କୁ ପଠାଇ ପ୍ରାଥମିକ ତଦନ୍ତ କରି ରିପୋର୍ଟ କରିଥିଲେ। ତେବେ ଏହି ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like