-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁ ଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଯୁବ ସଂଗଠକ ସଂଜୀବ ବାବୁ ଙ୍କ ଅକାଳ ବିୟୋଗ

22-Sep-2026



ବଲାଙ୍ଗୀର (ପ୍ରେରଣା ଖବର ): ଜଣେ ସରଳ, ଖୋଲା ହୃଦୟର ତଥା ସମସ୍ତଙ୍କ ସୁଖଦୁଃଖରେ ଭାଗିଦାରୀ ହେଉଥିବା ଯୁବକଙ୍କ ଅସମୟ ରେ ପରଲୋକ  ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଏହି ଯୁବକ ହେଉଛନ୍ତି ସମସ୍ତଙ୍କ ପ୍ରିୟ ସଞ୍ଜୀବ କୁମାର ବାବୁ। ମାତ୍ର ୪୭ ବର୍ଷ ବୟସରେ ଆଜି ସନ୍ଧ୍ୟା ପ୍ରାୟ ୫ଟା ସମୟରେ ସ୍ଥାନୀୟ ସ୍ୱରାଜ ହସ୍ପିଟାଲ ଠାରେ ଚିକିତ୍ସାଧୀନ ଅବସ୍ଥାରେ  ତାଙ୍କର ପରଲୋକ ଘଟିଛି। ହୃଦଘାତରେ ସଂଜୀବ ଙ୍କ ଜୀବନ ଯାଇଥିବା ପରିବାର ସୂତ୍ରରୁ ପ୍ରକାଶ। ସଂଜୀବ ବିବାହିତ ଥିବା ବେଳେ ଘରେ  ତାଙ୍କ ସ୍ତ୍ରୀ,  ବିଧବା ମା ବଡ଼ ଭାଇ ସିଦ୍ଧାର୍ଥ ଓ ଭାଉଜ ରହିଛନ୍ତି l
ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସଂଜୀବଙ୍କ ସାଗର ପଡା ସ୍ଥିତ ବାସଭବନରେ ଆତ୍ମୀୟ ସ୍ୱଜନଙ୍କ ଭିଡ଼ ଜମିଥିଲା।

ସଞ୍ଜୀବ  ବାବୁ ଜଣେ ମେଳାପୀ, ମିଷ୍ଟଭାଷୀ ଓ ସମସ୍ତଙ୍କ ପ୍ରିୟ ବ୍ୟକ୍ତି ଭାବେ ପରିଚିତ ଥିଲେ। ସେ ବିଜେପି ଯୁବମୋର୍ଚ୍ଚାର ଜଣେ ସକ୍ରିୟ ସଦସ୍ୟ ଥିବିବେଳେ ପିପି ଏକାଡେମୀ ପ୍ଲାଟିନମ ଜୁବଲି ସମୟରେ ସଂଜୀବ  ସମସ୍ତ କାର୍ଯ୍ୟକ୍ରମକୁ ସୁପରିଚାଳନାରେ ସକ୍ରିୟ ଅଂଶଗ୍ରହଣ କରି ସମସ୍ତଙ୍କ ପ୍ରଶଂସା ଭାଜନ ହୋଇପାରିଥିଲେ। ତାଙ୍କର ଅକାଳ ବିୟୋଗରେ ପରିବାର, ବନ୍ଧୁବର୍ଗ ଓ ପରିଚିତ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ସଂଜୀବ ଙ୍କ ବିୟୋଗରେ ବିଜେପିର ସକ୍ରିୟ ସଭ୍ୟ ଅନନ୍ତ ଦାଶ, ଚିତ୍ତରଞ୍ଜନ ମିଶ୍ର, କାଉନସିଲର ପୀତାମ୍ବର ଖମାରୀ, ରଂଜିତା ପାଣିଗ୍ରାହୀ ବହିଦାର ପ୍ରମୁଖ ଗଭୀର ଶୋକପ୍ରକାଶ କରିଛନ୍ତି। ପିପି ଏକାଡେମୀ ପୁରାତନ ଛାତ୍ର ମାନଙ୍କ ତରଫରୁ ଯୁବ ସଂଗଠକ ସଂଜୀବ ଙ୍କ ଆକସ୍ମିକ ବିୟୋଗରେ ଗଭୀର ଶୋକପ୍ରକାଶ ପାଇଛି।
ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଈଶ୍ୱର ଏହି ଦୁଃଖ ସହିବା ପାଇଁ ଶକ୍ତି ପ୍ରଦାନ କରନ୍ତୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁ ଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like