-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*

24-Sep-2026



ନବରଙ୍ଗପୁର:(ପ୍ରିୟଦର୍ଶିନୀ ପାତ୍ର)  ଶିକ୍ଷକ ପଦୋନ୍ନତି ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟର ଶିକ୍ଷକମହଲରେ ପଦୋନ୍ନତି ପ୍ରକ୍ରିୟାକୁ ନେଇ ଆଶା ସୃଷ୍ଟି ହୋଇଛି। ଅଦାଲତଙ୍କ ନିର୍ଦ୍ଦେଶକୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଅନୁପାଳନ କରିବା ନେଇ ଖବର ପ୍ରକାଶ ପାଇଛି।ନବରଙ୍ଗପୁର ଜିଲ୍ଲାରେ ମଧ୍ୟ Level-III, Level-IV ଓ ଅନ୍ୟାନ୍ୟ ପଦୋନ୍ନତି ପ୍ରକ୍ରିୟା, Gradation List ଏବଂ ଯୋଗ୍ୟ ଶିକ୍ଷକଙ୍କ ନାମ ଅନ୍ତର୍ଭୁକ୍ତି ନେଇ ଶିକ୍ଷକମାନଙ୍କ ମଧ୍ୟରେ ଚର୍ଚ୍ଚା ବଢ଼ିଛି।ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲ୍ଲାରେ ପଦୋନ୍ନତି ପ୍ରକ୍ରିୟାରେ ଯୋଗ୍ୟ ଶିକ୍ଷକଙ୍କ Gradation List, Vacancy Position, Seniority, Promotion Proceedings ଓ Court Direction ଅନୁପାଳନ ସମ୍ପର୍କିତ ରେକର୍ଡ ସ୍ପଷ୍ଟ କରିବାକୁ ଦାବି ଉଠିଛି।ଶିକ୍ଷକମାନଙ୍କ ମୁଖ୍ୟ ଦାବି:ପ୍ରକାଶିତ Gradation Listରେ ନାମର ସଠିକତା ଯାଞ୍ଚବାକିଥିବା ପଦୋନ୍ନତି ପଦ/ଖାଲି ପଦ ସ୍ପଷ୍ଟ କରିବାଯୋଗ୍ୟତା ଓ Seniority ଅନୁସାରେ ବିଚାର
Promotion Proceedingsର ପ୍ରମାଣିତ ନକଲ ଉପଲବ୍ଧ କରାଇବାହାଇକୋର୍ଟ ନିର୍ଦ୍ଦେଶ ଲାଗୁ ହେଉଥିଲେ ତାହାର ଜିଲ୍ଲାସ୍ତରୀୟ ଅନୁପାଳନ ସ୍ପଷ୍ଟ କରିବା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like