-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

24-Sep-2026



କାଲିମେଳା:(ସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲାର ଏମଭି-୭୯  ନୂଆଗୁଡା ସାହିର ସତାମ୍ବର ସୁନା lକିଡ଼ନି ରୋଗରେ ପୀଡ଼ିତ ହୋଇ ମେଡିକାଲ ଶଯ୍ୟାରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଯୁବାବସ୍ଥାରେ ଗୁରୁତର କିଡ଼ନି ସମସ୍ୟାରେ ପୀଡ଼ିତ ହେବାରୁ ତାଙ୍କ ପରିବାର ଉପରେ ଦୁଃଖର କଳା ବାଦଲ ମାଡି ଆସିଛି। ସ୍ତ୍ରୀ ଓ ଦୁଇ ସନ୍ତାନଙ୍କୁ ନେଇ ସତାମ୍ବର ସୁନାଙ୍କ ଛୋଟ ପରିବାର| ପରିବାରର ସେ ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି । ସେ କିଡନି ରୋଗରେ ପୀଡିତ ଥିବାରୁ ଏବେ ତାଙ୍କ ପରିବାର କିପରି ଚଳିବେ ସେହି ଚିନ୍ତାରେ। ସେ ଶଯ୍ୟାଶାୟୀ ହୋଇଥିବାରୁ ପରିବାରର ଆର୍ଥିକ ସ୍ଥିତି ମଧ୍ୟ ଦୁର୍ବଳ ହୋଇପଡ଼ିଛି।ସେ ଜଣେ ସ୍ନାତକ ଦିନ ମଜୁରିଆ ଅଟନ୍ତି l ସେ ବହୁତ ସରକାରୀ ଚାକିରୀ ଖଣ୍ଡିଏ ପାଇଁ ଆବେଦନ କରିଥିଲେ ମଧ୍ୟ ଆର୍ଥିକ ସମସ୍ୟା ପାଇଁ ସେ ସେଠାରୁ ନିଯୁକ୍ତି ନ ପାଇ ସେ ଚାଲିଆସୁଥିଲେ l
 ତାଙ୍କର ନିୟମିତ ଚିକିତ୍ସା ଓ ଔଷଧ ଖର୍ଚ୍ଚ ଯୋଗାଡ଼ ଙ୍କ ଚିକିତ୍ସାରେ ଅର୍ଥ ବାଧକକରିବା ପରିବାର ପାଇଁ ଏକ ବଡ଼ ଆହ୍ବାନ ପାଲଟିଛି । ସ୍ବାମୀଙ୍କ ଚିକିତ୍ସା ଓ ପିଲାମାନଙ୍କ ଭବିଷ୍ୟତକୁ ନେଇ ପରିବାର ଚିନ୍ତିତ | ସ୍ବାସ୍ଥ୍ୟ ଅବସ୍ଥା ଅତ୍ୟନ୍ତ ଶୌଚନୀୟ ହୋଇ ପଡିବାରୁ ପୁରା ପରିବାର ଏବେ ସତମ୍ବରଙ୍କୁ ନେଇ କୋରାପୁଟ ମେଡିକାଲ

କଲେଜରେ ସଂଘର୍ଷ କରୁଥିବା ଦେଖିବାକୁ ମିଳିଛି। ଏଭଳି ପରିସ୍ଥିତିରେ ସତମ୍ବର ସୁନାଙ୍କ ଉତ୍ତମ ଚିକିତ୍ସା ଓ ପରିବାରକୁ ଆବଶ୍ୟକ ସହାୟତା ଯୋ ପାଗାଇ ଦେବା ପାଇଁ  ସ୍ଥାନୀୟ ପ୍ରଶାସନ, ଜନପ୍ରତିନିଧି ସମାଜସେବୀ ମାନଙ୍କ ନିକଟରେ ନିବେଦନ କରାଯାଇଛି। ଗରିବ ଓ ଅସହାୟ ପରିବାରକୁ ସରକାରୀ ସହାୟତା କିମ୍ବା କୌଣସି ସହାୟତା ମିଳିପାରିଲେ ପରିବାରକୁ ଆଶ୍ବସ୍ତି ମିଳିବା ସହ ଉତ୍ତର ଚିକିତ୍ସା ମଧ୍ୟ ହୋଇ ପାରନ୍ତା  ବୋଲି ଆଶା ପ୍ରକାଶ କରିଛନ୍ତି ପରିବାର ଲୋକେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like