-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ଜାତୀୟ ଆଦିବାସୀ ଲୋକନୃତ୍ୟ ଓ ଲୋକ ସଂଗୀତ ଉତ୍ସବ ଉଦ୍‌ଘାଟିତ

13-Feb-2021



ଭବାନୀପାଟଣା / ଜୁନାଗଡ଼(ପ୍ରେରଣା ଖବର)  : କଳାହାଣ୍ଡିର ଆଦିବାସୀ ସଂସ୍କୃତି ଓ ପରମ୍ପରା ସାରା ବିଶ୍ୱରେ ନିଆରା । କଳାହାଣ୍ଡିର ବଜାଶାଲ ରାଜପଥରେ ସଧାରଣତନ୍ତ୍ର ଦିବସ ଅବସରରେ ପ୍ରଦର୍ଶନ କରି ଜିଲ୍ଲାର ଲୋକ ନୃତ୍ୟକୁ ସ୍ବୀକୃତି ମିଳିଛି। ରାଜ୍ୟରେ ପ୍ରଥମ ଥର ପାଇଁ ଜୁନାଗଡ଼ରେ ଜାତୀୟ ଆଦିବାସୀ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ଅନୁଷ୍ଠିତ ହେବା ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଛି ବୋଲି ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉଦ୍‌ଘାଟନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରକାଶ କରିଛନ୍ତି ।ଭାରତ ସରକାରଙ୍କ ସଂସ୍କୃତି ବିଭାଗର କୋଲକତା ପୂର୍ବାଞ୍ଚଳ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଆୟୋଜିତ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମି ଦ୍ୱାରା କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ ସହରସ୍ଥିତ ହାଇସ୍କୁଲ ପଡ଼ିଆରେ ତିନି ଦିନିଆ ଜାତୀୟ ଆଦିବାସୀ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ଉତ୍ସବ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି । ସନ୍ଧ୍ୟାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମିର ସଚିବ ପ୍ରବୋଧ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ମୁଖ୍ୟଅତିଥି ଭାବେ ମନ୍ତ୍ରୀ ଶ୍ରୀ ମିଶ୍ର, ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ବରିଷ୍ଠ ସାମ୍ବାଦିକ ଉମାଶଙ୍କର କର ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ସୁଶାନ୍ତ ପାଢ଼ୀ ମଞ୍ଚ ପରିଚାଳନା କରିଥିଲେ। ପରେ ଆସାମର କାକଳି ହଜାରିକା ଓ ସାଥୀଙ୍କ ଦ୍ୱାରା ଭୋରତାଲ ନୃତ୍ୟ, ଝାଡ଼ଖଣ୍ଡର ଦିଲଦାର ଅନସାରୀଙ୍କ ଖରସୁଆଁ ଛଉ ନୃତ୍ୟ, ପଶ୍ଚିମବଙ୍ଗର ବୋଲପୁର ଚତୁରଙ୍ଗ ଓ ସାଥୀଙ୍କ ଦ୍ବାରା ରେବେନ୍ସ ନୃତ୍ୟ, ଓଡ଼ିଶା ଭଦ୍ରକର ବଂଶୀ ବଲ୍ଲଭ ସାହିତ୍ୟ ସଂସ୍କୃତି ପରିଷଦର ମୋଗଲ ତାମସା ଓ କୋରାପୁଟ କୁଳମଣି ଜେନା ଓ ସାଥୀଙ୍କ ଦୁରୁଆ ନାଚ ପରିବେଷଣ ହୋଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ସଙ୍ଗୀତ ନାଟକ ଏକାଡେମିର ସେକ୍ସନ ଅଫିସର ମମତା ପତ୍ର, ବରିଷ୍ଠ ସହାୟକ ଦେବେନ୍ଦ୍ର ମହାପାତ୍ର, ଜୁନାଗଡ଼ ପୂର୍ବତନ ନଗରପାଳ ମହେଶ ସାହୁ, ଅଶୋକ ପଟ୍ଟନାୟକ, ଅବସରପ୍ରାପ୍ତ ପ୍ରାଧ୍ୟାପକ ଅଜୟ ମିଶ୍ର, ବାପି ରାଉତ, ଦୁର୍ଗା ପ୍ରସାଦ ନାଏକ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ୍ୟା ବିଜୟଲକ୍ଷ୍ମୀ କନ୍ଦପାନ, କଲ୍ୟାଣୀ ନାଏକ ସମେତ ଆୟୋଜକ କମିଟିର କର୍ମକର୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like