-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ

26-Sep-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ୬୫ ତମ ସାହାଣୀ କପ୍ ଫୁଟବଲ୍ ଲିଗ୍ ର ତୃତୀୟ ଦିବସ ର ପ୍ରଥମ ମ୍ୟାଚ୍ କଟକ ଓ ଗଞ୍ଜାମ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଖେଳ ଆରମ୍ଭ ରୁ ମା ସୁରେଶ୍ଵରୀ ଙ୍କ ଫଟୋ ଚିତ୍ର ରେ ପୂଜା ଅର୍ଚ୍ଚନା ହୋଇ କରା ଯାଇଥିଲା l ଆଜି ର ଏହି ଖେଳ କୁ  ଅତିଥି ଭାବରେ ଜିଲ୍ଲା ଅଗ୍ନିଶମ ବିଭାଗ ଅଧିକାରୀ ଭବେନ୍ଦ୍ର ନାଥ ଦେ, ସି ଡି ଏମ୍ ପି ଏଚ ଓ ଉଷା ରାଣୀ ଦାଶ ଓ ବୀର ମହାରାଜ ପୁର ବ୍ଲକ୍ ଉପାଧ୍ୟକ୍ଷ ନାରାୟଣ ଲୁହା ଯୋଗ ଦେଇ ମ୍ୟାଚ୍ କୁଶୁଭ ଉଦ୍ଘାଟନ କରି କୃତି ଖେଳାଳି ଙ୍କୁ ପୁରସ୍କୃତ କରିଥିଲେ l କଟକ ଦଳ ୬-୦ ଗୋଲ ରେ ଵିଜୟୀ ହୋଇ ଥିବା ବେଳେ ଦଳ ର ୭ ନମ୍ବର୍ ଜର୍ସି ଗଣେଶ ସେଠି ୫ ମିନିଟ୍ ରେ ପ୍ରଥମ ଗୋଲ, ୨୯ ମିନିଟ୍ ରେ ଦ୍ୱିତୀୟ ଗୋଲ, ୫୬ ମିନିଟ୍ ରେ ତୃତୀୟ ଗୋଲ, ଓ ୭୮ ମିନିଟ୍ ରେ ଚତୁର୍ଥ ଗୋଲ ସ୍କୋର କରି ମ୍ୟାନ ଅଫ ଦି ମ୍ୟାଚ ଭାବେ ପୁରଷ୍କୃତ ହୋଇଥିଲେ l  ୧୭ ନମ୍ବର ଜର୍ସି ଭେଙ୍କଟେଶ ଓରାମ ପଞ୍ଚମ ଗୋଲ ସ୍କୋର କରିଥିବା ବେଳେ ୮୯ ମିନିଟ୍ ରେ ପିଣ୍ଟୁ ଶାନ୍ତା ଷଷ୍ଠ ଗୋଲ ସ୍କୋର କରିଥିଲେ l  ପ୍ରଥମ ମ୍ୟାଚ୍ କୁ ଅରୁଣ ନାୟକ, ଅଶ୍ୱିନୀ ସାହୁ, ରତ୍ନା କର ସୁରେନ୍, ସୁମିତ୍ ମହାଲିଂ ଓ ଜୋନ୍ କମିଶନର ନବୀନ ନାୟକ ପରିଚାଳନା କରିଥିଲେl  ଖେଳ ଆରମ୍ଭ ପୁର୍ବରୁ ଓଡ଼ିଶା ଫୁଟବଲ୍ ଦଳ ରୁ ଖେଳିଥିବା ଓଡ଼ିଶା ତଥା ଜାତୀୟ ସ୍ତର ର ଖେଳାଳି ଭେଙ୍କଟ ରାଓ ଙ୍କ ଅକାଳ ବିୟୋଗ ରେ ଶୋକ ପାଳନ କରାଯାଇଥିଲା l ସେହିପରି ଆଜିର ଦ୍ବିତୀୟ ମ୍ୟାଚ୍ ଖୋର୍ଦ୍ଧା ଓ ପୁରୀ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ରେଫରି ଦେବାଶିଷ ବାଗ, ଧନେଶ୍ୱର ସର୍ଦ୍ଦାର, ନୀତିଶ ମାଝୀ,  ସୁମିତ ମହାଲିଙ୍ଗ ଓ ମ୍ୟାଚ୍ କମି ସନର ଭାବେ ନବୀନ ନାୟକ ପରିଚାଳନା କରିଥିଲେ l ଖୋର୍ଦ୍ଧା ଦଳ  ୯-୧ ଗୋଲ ରେ ଵିଜୟୀ ହୋଇଥିବା ବେଳେ ୨୦ ନମ୍ୱର୍ ଜର୍ସି ଜଳନ୍ଧର ନାଏକ ୩ ଟି ଗୋଲ ସ୍କୋର କରି ଦ୍ୱିତୀୟ ମ୍ୟାଚ ରେ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇଥିଲେ l ୧୯ ନମ୍ବର୍ ଜର୍ସି ସୁଶୀଲ ପାତ୍ର ୨ ଟି ଗୋଲ ସ୍କୋର କରି ଥିଲେ l ସେହିପରି ଚନ୍ଦନ ନାଏକ, ଅସୀମ ଦୁମ୍ ଦୁମ୍ ଗ୍ୟସୁ ଦିନ ଖାଁ, ମୁସ୍ତା କିନ ଖାଁ,  ଗୋଟାଏ ଲେଖାଏଁ ସ୍କୋର କରିଥିଲେ l ପୁରୀ ଦଳ ଟ ବିଷ୍ଣୁ ପ୍ରତାପ ନାଏକ୍ ଓ ନାରାୟଣ ମାର୍ଦି ଗୋଟାଏ ଲେଖାଏଁ ସ୍କୋର କରି ଥିଲେ  l  ପ୍ରଥମ ମ୍ୟାଚ୍ ରେ ୪ ଟି ଗୋଲ ସ୍କୋର କରିଥିବା ଗଣେଶ ସେଠି ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ଗ୍ରହଣ କରିଥିଲେ l   ଓଡ଼ିଶା ଫୁଟବଲ ଏସୋ ସିଏସନ୍, କ୍ରୀଡା ଯୁବ ବ୍ୟାପାର ବିଭାଗ  ଓଡ଼ିଶା ସରକାର ଙ୍କ ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ମ୍ୟାଚ୍ ଉଦଘାଟନୀ ଓ ପୁରଷ୍କାର ବିତରଣୀ ସଭା କୁ  ଅଧ୍ୟାପକ ମଦନ ସୁନ୍ଦର ଖେତି ଓ କ୍ରୀଡା ସଂଘ ସଦସ୍ୟ ମନୋରଞ୍ଜନ ତ୍ରିପାଠି , ସଞ୍ଜୟ ସାହୁ ପରି ଚାଳନା କରିଥିବା ବେଳେ କ୍ରୀଡ଼ା ସଂଘ ସଦସ୍ୟ ଦିଗାମ୍ବର ଶତପଥୀ ଧନ୍ଯବାଦ ଅର୍ପଣ କରିଥିଲେ l   ଆୟୋଜକ କମିଟିର ପୀୟୂଷ ପଣ୍ତା, ଭୁକୁଲୁ ବକ୍ସି, ବିକାଶ ପଣ୍ତା, ସଂତୋଷ ପାଢ଼ୀ, ବିକାଶ ପାଢ଼ୀ, ସୁଭାଷ lବିଶ୍ଵାଳ, ରିପୁନ ନାଏକ , ରାଜୀବ ସାହୁ, ରାଜୀବ ସାହୁ, ଅନିଲ ସାହୁ, , ରାଜୀବ ପଟ୍ଟନାୟକ, ବିକାଶ ପାଢୀ, ରଞ୍ଜିତ ସାହୁ, ସୂମନ୍ ମିଶ୍ର, ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like