-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଦେଶ ବିଦେଶ

ଆନ୍ଧ୍ରପ୍ରଦେଶର ଆରାକୁ ଘାଟିରେ ଟୁରିଷ୍ଟ ବସ ଦୁର୍ଘଟଣାଗ୍ରସ୍ତ, ୮ ଜଣଙ୍କର ମୃତ୍ୟୁ

13-Feb-2021



ବିଶାଖାପାଟଣା(ପ୍ରେରଣା ଖବର): ପର୍ଯ୍ୟଟକଙ୍କୁ ନେଇ ଯାଉଥିବାବେଳେ ଘାଟି ତଳକୁ ଖସିପଡିଲା ବସ, ଆଉ ଏହି ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟିଛି | ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶର ଆରାକୁ ଘାଟିରେ ଏଭଳି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି | ମିଳିଥିବା ସୂଚନା ମୁତାବକ ଶୁକ୍ରବାର ସନ୍ଧ୍ୟାରେ ପ୍ରାୟ ୩୦ ଜଣ ପର୍ଯ୍ୟଟକଙ୍କୁ ନେଇ ଯାଉଥିବାବେଳେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାର ଆରାକୁ ଘାଟିରେ ଦୁର୍ଘଟଣାର ଶିକାର ହୋଇ ବସଟି ୧୦୦ ଫୁଟ ତଳକୁ ଖସିପଡିଥିଲା | ଏଥିରେ ୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟମାନେ ଆହତ ହୋଇଥିବାର ଜଣାପଡିଛି | ତେବେ ଗୁରୁତରଙ୍କ ସଂଖ୍ୟା ଅଧିକ ଥିବାରୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ଦେଖାଦେଇଛି | ସ୍ଥାନୀୟ ପୁଲିସର ସୂଚନା ମୁତାବକ ହାଇଦ୍ରାବାଦର ଦୀନେଶ ଟ୍ରାଭେଲସର ଏକ ବସ ୩୦ ଜଣ ପର୍ଯ୍ୟଟକଙ୍କୁ ନେଇ ଯାଉଥିବାବେଳେ ଆରାକୁ ଘାଟିରେ ଏହି ଦୁର୍ଘଟଣା ଘଟିଥିଲା | ବସଟି ଆରାକୁରୁ ହାଇଦ୍ରାବାଦକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା | ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାବେଳେ ଗୁରୁତରମାନଙ୍କୁ ଆମ୍ବୁଲାନ୍ସ ଯୋଗେ ବିଶାଖାପାଟଣା ପଠାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like