-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ

27-Sep-2026



ଭବାନୀପାଟଣା (ପ୍ରେରଣା ଖବର): ଦିନକୁ ଦିନ ଅଭିନଵ ଉପାୟରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବାବେଳେ କୋରିଅର ପାର୍ସଲରେ ଚାଲିଥିଲା ଗଞ୍ଜେଇ ଚାଲାଣ।ଆଉ ଗଞ୍ଜେଇ ଚାଲାଣ ପାଇଁ ବ୍ୟବହାର ହୋଇଥିଲା ଜଣେ ଅତିରିକ୍ତ ଜଜଙ୍କ ଠିକଣା!
ଭବାନୀପାଟଣାର ସେଫ୍ ଏକ୍ସପ୍ରେସ୍ କୋରିଅର ଗୋଦାମରେ ଚଢ଼ାଉ କରି ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ।
୩୨ଟି ପ୍ୟାକେଟରେ ଭର୍ତ୍ତି ଥିଲା ଗଞ୍ଜେଇ। ଆଉ ପ୍ୟାକେଟଗୁଡ଼ିକ ଯିବାର ଥିଲା ବୁଲନ୍ଦସହରର ଅତିରିକ୍ତ ଜିଲ୍ଲା ଦୌରା ଜଜଙ୍କ ଠିକଣାକୁ।
କିଏ ପଠାଇଥିଲା
? କାହିଁକି ଜଜଙ୍କ ଠିକଣା ବ୍ୟବହାର କରାଗଲା ? ଏବେ ଏସବୁର ଉତ୍ତର ଖୋଜୁଛି ଅବକାରୀ ବିଭାଗ l 
କୋରିଅର ଗୋଦାମର
ସାଧାରଣ ପାର୍ସଲ ପ୍ୟାକେଟ ଭିତରେ ଲୁଚିଥିଲା ବେଆଇନ କାରବାରର ବଡ଼ ଚାଲାଣ।
ଖବର ମିଳିବା ପରେ ଭବାନୀପାଟଣାସ୍ଥିତ ସେଫ୍ ଏକ୍ସପ୍ରେସ୍ କୋରିଅର ଗୋଦାମରେ ଚଢ଼ାଉ କରିଥିଲା ଅବକାରୀ ବିଭାଗ।
ଯାଞ୍ଚ ବେଳେ ଗୋଟିଏ ପରେ ଗୋଟିଏ କରି ମିଳିଥିଲା ୩୨ ଟି ଗଞ୍ଜେଇ ଭର୍ତ୍ତି ପ୍ୟାକେଟ୍ l
ଜବତ ଗଞ୍ଜେଇର ପରିମାଣ ପ୍ରାୟ ୪୦୦ କେଜି ବୋଲି ବିଭାଗୀୟ ସୂଚନା।
କିନ୍ତୁ ଏହି ଚାଲାଣର ସବୁଠାରୁ ବଡ଼ ରହସ୍ୟ ଲୁଚିଥିଲା ପାର୍ସଲର ଠିକଣାରେ।
ପ୍ୟାକେଟଗୁଡ଼ିକ ବୁଲନ୍ଦସହରର ଅତିରିକ୍ତ ଜିଲ୍ଲା ଦୌରା ଜଜଙ୍କ ଠିକଣାରେ ପଠାଯାଇଥିଲା।
ହେଲେ… କେଉଁଠୁ ଏହି ପ୍ୟାକେଟ ଆସିଥିଲା କିମ୍ବା ପ୍ରେରକଙ୍କ ଠିକଣା ନଥିଲା l
ଘଟଣା ସମ୍ପର୍କରେ ତଦନ୍ତ ଚାଲିଛି। ଗଞ୍ଜେଇ କେଉଁଠାରୁ ଆସିଥିଲା, କିଏ ପଠାଇଥିଲା ଏବଂ ଏହି ଚାଲାଣ ପଛରେ କିଏ କିଏ ସମ୍ପୃକ୍ତ, ସେନେଇ ଖୋଳତାଡ଼ କରାଯାଉଛି।
ପ୍ରଶ୍ନ ଏବେ ଅନେକ।
ଅତିରିକ୍ତ ଜଜଙ୍କ ଠିକଣା କିଏ ଦେଲା?
କୋରିଅର ମାଧ୍ୟମରେ ଏତେ ପରିମାଣର ଗଞ୍ଜେଇ ପଠାଇବା ପଛରେ କିଏ?
ପ୍ୟାକେଟରେ ପ୍ରେରକଙ୍କ ଠିକଣା କାହିଁକି ନଥିଲା?
ଏସବୁ ପ୍ରଶ୍ନର ଉତ୍ତର ଖୋଜୁଛି ଅବକାରୀ ବିଭାଗ।
ଏହା କେବଳ ଏକ ଚାଲାଣ ନା ଏହା ପଛରେ ରହିଛି କୌଣସି ବଡ଼ ନେଟୱର୍କ—ତଦନ୍ତ ଆଗକୁ ବଢ଼ିଲେ ତାହା ସ୍ପଷ୍ଟ ହେବ।
କୋରିଅର ପାର୍ସଲ… ଅତିରିକ୍ତ ଜଜଙ୍କ ଠିକଣା… ଆଉ ଭିତରେ ପ୍ରାୟ ୪୦୦ କେଜି ଗଞ୍ଜେଇ। ଏବେ ଅବକାରୀ ବିଭାଗ ସାମ୍ନାରେ ବଡ଼ ପ୍ରଶ୍ନ—ଏହି ଗଞ୍ଜେଇର ମାଲିକ କିଏ, ଆଉ ଅତିରିକ୍ତ ଜଜଙ୍କ ଠିକଣାକୁ ଚାଲାଣ କରିବାର ମାଷ୍ଟରମାଇଣ୍ଡ କିଏ? ତଦନ୍ତର ପରବର୍ତ୍ତୀ ପର୍ଦ୍ଦା ଖୋଲିଲେ ହିଁ ସାମ୍ନାକୁ ଆସିବ ପୂରା ଚିତ୍ର। କେବେ ଏହି ଗଞ୍ଜେଇ ଚୋରା ଚlଲାଣର ପର୍ଦାଫାଶ କରିବ ଅବକାରୀ ବିଭାଗ ତାକୁହିଁ ଜିଲ୍ଲାବାସୀଙ୍କ ଅପେକ୍ଷା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like