-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,

28-Sep-2026



ପାପଡାହାଣ୍ଡି (ପ୍ରିୟଦର୍ଶିନୀ ପାତ୍ର)
ପାପଡାହାଣ୍ଡି ବ୍ଲକ କାର୍ଯ୍ୟାଳୟ ଠାରେ ନବରଙ୍ଗପୁର ଜିଲ୍ଲାପାଳ ଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଥିବାରୁ ଜିଲ୍ଲାର ଝରୀଗାଁ, ଚନ୍ଦାହାଣ୍ଡି, ଡାବୁଗାଁ ବ୍ଲକର ବିଭିନ୍ନ ପଂଚାୟତ ରୁ ଆସିଥିବା ଏକ ହଜାର ରୁ ଉର୍ଦ୍ଧ ମଦ ବିରୋଧୀ ମହିଳା ଗୋଷ୍ଠୀ ମାନେ ସେମାନଙ୍କ ବିଭିନ୍ନ ସମସ୍ୟା ନେଇଁ  ଜିଲ୍ଲାପାଳ ଙ୍କୁ ଲିଖିତ ଭାବେ ଦାବି ପତ୍ର ପ୍ରଦାନ କରିବାକୁ ଆସିଥିଲେ କିନ୍ତୁ ଏହି ମହିଳା ଗୋଷ୍ଠୀ ପାପଡାହାଣ୍ଡି ବ୍ଲକ କାର୍ଯ୍ୟାଳୟ ଠାରେ ପହଞ୍ଚିବା ସମୟରେ ଜିଲ୍ଲାପାଳ ଏଠାରୁ ଚାଲିଯାଇଥିଲେ l   ଜିଲ୍ଲାପାଳ ଙ୍କୁ ସାକ୍ଷାତ କରିନପାରିବାରୁ ଏଥିରେ ମହିଳାଗୋଷ୍ଟି ନିରାଶ ହୋଇ ତାତି ଉଠିଲେ ଏବଂ ପାପଡାହାଣ୍ଡି ମୁଖ୍ୟ ଚାରି ଛକ ରାସ୍ତା ଜାତୀୟ ରାଜପଥ- 26 କୁ ମଧ୍ୟାନ୍ନ 1:30 ସମୟରୁ ଦୀର୍ଘ ଏକଘଣ୍ଟା ଧରି ଅବରୋଧ କରିଥିଲେ  l  ଏହି ରାସ୍ତା ଅବରୋଧ ଯୋଗୁ ଚାରିଛକ ର ବିଭିନ୍ନ ପାର୍ଶ୍ୱରେ ଶହଶହ ସଂଖ୍ୟାରେ ଗାଡି ଗୁଡିକ ଲମ୍ବାଲାଇନ ରେ ଅଟକି ରହିଥିଲା l ଖବର ପାଇ ତୁରନ୍ତ ପାପଡାହାଣ୍ଡି ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ସତ୍ୟଜିତ କଣ୍ଡେଂକେଲ, ଥାନା ଅଧିକାରୀ ଉମେଶ ଚନ୍ଦ୍ର ନାୟକ,ଏସଆଇ ଉମାକାନ୍ତ ଶବର ସଦଳ ବଳେ ଘଟଣା ସ୍ଥଳରେ ପହଞ୍ଚିବା ସହିତ  ରାସ୍ତା ଉପରେ  ବସିରହିଥିବା ମହିଳାଗୋଷ୍ଠୀ ଙ୍କୁ ବହୁ ବୁଝା ସୁଝା କରିବା ଫଳରେ ମହିଳାଗୋଷ୍ଟି 2:30 ସମୟରେ ରାସ୍ତା ରୋକ ରୁ ଓହରି ଥିଲେ ଫଳରେ ଯାନ ବାହାନ ଚଳାଚଳ ସ୍ୱାଭାବିକ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like