-+91-9937148622 |
prerana_bgr@rediffmail.com |
Wednesday 24th June 2026 |
R.N.I. Regd No. ODIODI/2010/46693
Breaking News
26-Sep-2020
.ରାଜ୍ଯରେ ଆଜି ୪୩୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୨୯ ଜଣ ଓ ଅନ୍ୟ ୧୮୨୭ ଜଣ ଲୋକାଲ କଣ୍ଟାକ୍ଟ ବୋଲି ଜଣାପଡିଛି ।ରାଜ୍ଯରେ ଏଯାବତ୍ ୨,୦୫,୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି!