-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||     

HOME   ବିଶେଷ

ପ୍ରେମ ମାନେନି ବାଡବତା : ରାଜରାସ୍ତାରେ ସିନ୍ଦୂର ପିନ୍ଧିଲା ପ୍ରେମିକା, ପ୍ରେମିକର ପାଦ ଛୁଇଁ ଆଶୀର୍ବାଦ ନେଲା, ଫଟୋ ଭାଇରାଲ

13-Feb-2021



ପୁରୀ,(ପ୍ରେରଣା ଖବର ବ୍ୟୁରୋ) : ଚାଲିଛି ପ୍ରେମ ସପ୍ତାହ । ପ୍ରେମୀ ଯୁଗଳ ନିଜ ନିଜ ଅନ୍ଦାଜରେ ନିଜ ବନ୍ଧୁ ଓ ବାନ୍ଧବୀଙ୍କୁ ପ୍ରେମ ନିବେଦନ କରୁଛନ୍ତି । ମନର କଥା କହୁଛନ୍ତି । ଶୁକ୍ରବାର ଥିଲା ପ୍ରୋମିସ୍ ଡେ । ଏହି ଦିନରେ ପ୍ରେମକୁ ସବୁଦିନ ଅମର ରଖିବା ପାଇଁ ଓ ସାଥୀର ହାତ ନଛାଡିବା ପାଇଁ ଶପଥ କରିଥିଲେ ପ୍ରେମିକ-ପ୍ରେମିକା । ଏହି ସପ୍ତାହ ଆରମ୍ଭ ହେବା ସମୟରୁ ପୁରୀ ସହରରେ ଅନେକ ପ୍ରେମୀ ଯୁଗଳଙ୍କ ଫଟୋ ଓ ଭିଡିଓ ଭାଇରାଲ ହେବାରେ ଲାଗିଛି । ଶୁକ୍ରବାର ଏପରି ଆଉ ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ନେଇ ପୁରୀ ସହରରେ ଚର୍ଚ୍ଚା ଜୋର୍ ଧରିଛି । ଏହି ଭିଡିଓରେ ପ୍ରେମିକ ରାଜରାସ୍ତାରେ ପ୍ରେମିକାର ମୁଣ୍ଡରେ ସିନ୍ଦୂର ଲଗାଇବା ସହ ମୁଣ୍ଡିଆ ମାରିଛି ।

ଏଭଳି ଏକ ୭ ସେକେଣ୍ଡର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ମଙ୍ଗଳାପାଟ-ଷ୍ଟଲିଂ ବାଇପାସ୍ ରାସ୍ତାରେ ଏହି ଘଟଣା ଘଟିଛି । ପ୍ରେମୀ ଯୁଗଳଙ୍କ ୟୁନିଫର୍ମରୁ ସେମାନେ ଏକ ନିର୍ଦ୍ଦିଷ୍ଟ କଲେଜରେ ପଢୁଥିବା ସ୍ପଷ୍ଟ ହୋଇଛି । ସେମାନେ ରାସ୍ତାରେ ଗାଡି ପାର୍କିଂ କରି ନିର୍ଭୟରେ ପ୍ରେମାଳାପ କରୁଛନ୍ତି ।

ଏହି ଭିଡିଓରେ ପ୍ରେମପୂର୍ଣ୍ଣ କୋଟେସନ୍ ଦେଇ ଏହାକୁ ଭାଇରାଲ କରାଯାଉଛି । ଉଭୟ ପ୍ରେମୀଯୁଗଳଙ୍କ ଜ୍ଞାତସାରରେ ଏହି ଭିଡିଓ ସୁଟ୍ ହୋଇଥିବା ଦେଖିବାକୁ ମିଳିଛି । ତେବେ ନିଜେ ପ୍ରେମୀ ଯୁଗଳ ନା ସେମାନଙ୍କ ସାଙ୍ଗ ଏହାକୁ ଭାଇରାଲ କରିଛି ତାହା ସ୍ପଷ୍ଟ ହୋଇନାହିଁ । ତେବେ ଏହି ଘଟଣା ପୁରୀରେ ଚର୍ଚ୍ଚାର ବିଷୟବସ୍ତୁ ପାଲଟିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026

You Might Also Like