-+91-9937148622 |
prerana_bgr@rediffmail.com |
Tuesday 29th September 2026 |
R.N.I. Regd No. ODIODI/2010/46693
Breaking News
29-Sep-2026
(ପ୍ରିୟଦର୍ଶିନୀ ପାତ୍ର,)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସ୍ତରୀୟ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ୨୦୨୬-୨୦୨୭ ଭୈରବ ମହାବିଦ୍ୟାଳୟ ପଡ଼ିଆ ଠାରେ ଅନୁଷ୍ଠିତ ହୋଇ ଯାଇଛି। ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ସାଂସଦ ପ୍ରତିନିଧି ବରିଷ୍ଠ ବିଜେପି ନେତା ଜେ ରାଜଶେଖର ରାଓ ଓ ବରିଷ୍ଠ ଆଇନଜୀବୀ ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର ମଞ୍ଚାସିନ ଥିଲେ। ଏ.ବି.ଇ.ଓ ଭଗବାନ ମାଝୀ ଓ ସନ୍ତୋଷ ସାହୁ ଓ ଶିକ୍ଷା ବିଭାଗର କର୍ମଚାରୀ ମାନେ ସଂପୂର୍ଣ୍ଣ ଆୟୋଜନ ର ତଦାରଖ କରିଥିଲେ। ବିଭିନ୍ନ ଶିକ୍ଷାନୁଷ୍ଠାନ ରୁ ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ। କାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ କରିବା ପାଇଁ କ୍ରିଡ଼ା ଶିକ୍ଷକ, ଓ ବିଭାଗୀୟ କର୍ମଚାରୀ ମାନେ ଆଶାନୁରୂପକ ଉଦ୍ୟମ କରିଥିଲେ।