-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଜିଲ୍ଲା

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ

29-Sep-2026



କଳାହାଣ୍ଡି  (ତ୍ରିନାଥ ଵେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର 168ଟି ଅଙ୍ଗନବାଡି କେନ୍ଦ୍ରରେ ଗତ 3ଦିନ ହେବ ଚାଲିଥିବା 'ଆଙ୍ଗନ କା ଉତ୍ସବ' କାର୍ଯ୍ୟକ୍ରମ ମଙ୍ଗଳବାର ସମାପନ ହୋଇଛି। *ପ୍ରଥମ ଦିବସରେ* ପୋଷଣ ଯୁକ୍ତ ଖାଦ୍ୟ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଅଞ୍ଚଳରେ ମିଳୁଥିବା ପୋଷଣ ଯୁକ୍ତ ଶସ୍ୟରେ ପ୍ରସ୍ତୁତ ଖାଦ୍ୟକୁ ପିଲାଙ୍କ ପରିବାର ରୁ ପିତାମାନେ ପ୍ରଦର୍ଶନ କରିଥିଲେ। *ଦ୍ୱିତୀୟ ଦିବସରେ* ଶିଶୁ, ଅଭିଭାବକ, ଗର୍ଭବତୀ ମହିଳା ଓ ଏଏମସି ସଦସ୍ୟଙ୍କ ଉପସ୍ଥିତିରେ ମନୋରଞ୍ଜନ କାର୍ଯ୍ୟକ୍ରମ, ଚିତ୍ରାଙ୍କନ, ଅଜା-ଆଈଙ୍କ ଦ୍ୱାରା ଗପ ଶୁଣିବା ଭଳି କାର୍ଯ୍ୟକ୍ରମ ହୋଇଥିଲା। *ତୃତୀୟ ଦିବସରେ* ଶିଶୁଙ୍କ ପିତା-ମାତା, ଗର୍ଭବତୀ, ଅଙ୍ଗନବାଡି କର୍ମୀ ଓ ଏଏମସି ସଦସ୍ୟଙ୍କ ଉପସ୍ଥିତିରେ ମହିଳା ଓ ଶିଶୁ କଲ୍ୟାଣ ଯୋଜନା ସମ୍ପର୍କରେ ଆଲୋଚନା ଓ ପୁରସ୍କାର ବିତରଣ କରାଯାଇଥିଲା।

ପ୍ରଥମ ଦିବସରେ  କୋକସରା ସିଡିପିଓ  ସୁଷମା ପ୍ରସାଦ ଓ ସୁପରଭାଇଜର ମାନେ ସମସ୍ତ ଅଙ୍ଗନବାଡିକେନ୍ଦ୍ର ପରିଦର୍ଶନ କରିଥିଲେ। ତୃତୀୟ ଦିବସରେ ସିଡିପିଓ ସୁଷମା ପ୍ରସାଦ ଓ କୋକସରା ସୁପରଭାଇଜର ଦ୍ରୋପଦି ମାଝୀ, ଆମପାଣି ସୁପର ଭାଇଜର ଚନ୍ଦ୍ରକାନ୍ତି ନନ୍ଦ ଗୋତୋମୁଣ୍ଡା ସୁପର ଭାଇଜର ବେଦମତୀ ମାଝୀ, ଏବଂ କାଶୀବାହାଲ ସୁପର ଭାଇଯର ପ୍ରିୟା ସିନି ତାଣ୍ଡି ପ୍ରମୁଖ ପୁରସ୍କାର ବିତରଣ କରିଥିଲେ।
ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଅଙ୍ଗନବାଡି ସହ ଲୋକଙ୍କୁ ଯୋଡିବା ଏବଂ ସଚେତନ କରିବା ବୋଲି ସିଡିପିଓ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like