-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ରାୟଗଡ଼ା : ଜଳିଗଲା ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ

13-Feb-2021



ରାୟଗଡ଼ା(ପ୍ରେରଣା ଖବର ବ୍ୟୁରୋ): ରାୟଗଡ଼ା-କୋରାପୁଟ ରାସ୍ତା ସିରିକୋଣା ତାରିଣୀ ମନ୍ଦିର ପାଖରେ ଯାତ୍ରୀବାହୀ ବସ୍‌ରେ‌ ନିଆଁ ଲାଗି ଯିବାରୁ ବସ୍‌ଟି ସମ୍ପୂର୍ଣ୍ଣ ଜଳିଯାଇଛି। ହେଲେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଗତ ରାତି ଗୋଟାଏ ବେଳେ ନବରଙ୍ଗପୁର କୋଷାଗୁମୁଡ଼ାରୁ ଗଞ୍ଜାମ ଜିଲ୍ଲା ପୋଲସରା ଯାଉଥିବା ବର୍ଷା ନାମକ ବସ୍‌ରେ ନିଆଁ ଲାଗି ଯାଇଥିଲା। ଖବର ପାଇ ରାୟଗଡ଼ାରୁ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ଗତକାଲି ସଂଧ୍ୟାରେ କୋଷାଗୁମୁଡ଼ାରୁ ବାହାରିଥିଲା ବସ୍‌ରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିଲେ। ବସ୍‌ଟି ରାସ୍ତାରେ ଯାଉଥିବାବେଳେ ଲକ୍ଷ୍ମୀପୁର ନିକଟରେ ପୋଡ଼ା ପୋଡ଼ା ଗନ୍ଧ ବାହାରିଥିଲା। ତେବେ ଗାଡ଼ି ଚାଳକ ଧ୍ୟାନ ନ ଦେଉ ଗାଡ଼ି ଚଳାଇବାରୁ ପଛ ଟାୟାର ଫାଟି ଗାଡ଼ିଟି ଜଳିଯାଇଥିଲା।

ଅନ୍ୟପଟେ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣାର ଆରକୁ ଘାଟିରେ ଟୁରିଷ୍ଟ ବସ୍ ୮୦ ଫୁଟ୍ ତଳକୁ ଖସି ପଡ଼ିଛି। ଫଳରେ ୨ ଜଣ ଶିଶୁଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ହୋଇଛି। ମୃତାହତମାନେ ତେଲଙ୍ଗାନାର ହାଇଦ୍ରାବାଦ ଅଞ୍ଚଳର ବୋଲି ଜଣାପଡ଼ିଛି।

ହାଇଦ୍ରାବାଦରୁ ୨୧ ଜଣ ଗୋଟିଏ ଟୁରିଷ୍ଟ ବସ୍ ଧରି ତିନି ଦିନ ପୂର୍ବେ ଆରକୁ ଭ୍ୟାଲି ଆସିଥିଲେ। ଗତରାତି ୯ଟା ବେଳେ ସେମାନେ ଫେରୁଥିଲେ। ଘାଟି ରାସ୍ତାର ବୋରାଗୁମ୍ଫା ଦମୁଛକ ପାଖରେ ଗୋଟିଏ ବାଙ୍କରେ ଘନ କୁହୁଡ଼ି ଯୋଗୁଁ ବସ୍‌ଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡ଼ିଥିଲା। ଘଟଣାସ୍ଥଳରେ ୨ଜଣ ଶିଶୁଙ୍କ ସହ ଅନ୍ୟ ୨ ଜଣ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଏଥିରେ ୧୯ ଜଣ ଗୁକୁତର ଆହତ ହୋଇଛନ୍ତି। ସମସ୍ତଙ୍କୁ ଏସ୍. କୋଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହତଙ୍କ ମଧ୍ୟରେ ଅଧିକାଂଶ ୧୦ ବର୍ଷରୁ କମ୍ ବୟସର ଶିଶୁ ଅଛନ୍ତି। ଦୁର୍ଘଟଣାବେଳେ ବସ୍‌ରେ ଚାଳକ ଓ ହେଲପରଙ୍କ ସମେତ ୨୩ ଜଣ 

ଥିଲେ। ଖବର ପାଇ ପୋଲିସ ଓ ଏନ୍‌ଡିଆରଏଫ୍ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like