-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ଜିଲ୍ଲା

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ

30-Sep-2026



ବରପାଲି - (ସୁଦାମ ଦୀପ) ବରପାଲି ସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କାଦଳୀପାଲିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାଶଙ୍କ ଅଧ୍ୟକ୍ଷତାରେ  ହିନ୍ଦୀ ଦିବସ ପାଳିତ ହୋଇ ଯାଇଅଛି। ହିନ୍ଦୀ ବିଭାଗର ଅଧ୍ୟାପକ ନେପାଳ ବିଶ୍ୱାଲଙ୍କ ପରିଚାଳନା ସଭାରେ ମୁଖ୍ୟ ଅତିଥି ଭାବେ ଡ. ସୁଷମା ଭୋଇ ,ପ୍ରଫେସର ଘନଶ୍ୟାମ ଦାଶ ଗ୍ରାମାଞ୍ଚଳ ମହାବିଦ୍ୟାଳୟ କଟାପାଲି,ବରପାଲି
ଯୋଗଦାନ କରି ଡିଜିଟାଲ ଯୁଗରେ ହିନ୍ଦୀ ଭାଷା ଉପରେ ଆଲୋଚନା କରିଥିଲେ।  ଏ ଅବସରରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଶ୍ରୀଯୁକ୍ତ ଅନ୍ତର୍ଯ୍ୟାମୀ ପଣ୍ଡା  ହିନ୍ଦୀ ଭାଷାର ବିକାଶ ଓ ତାର ବ୍ୟବହାର ଉପରେ ନିଜର ମତ ରଖିଥିଲେ।  ମହାବିଦ୍ୟାଳୟର ଛାତ୍ରୀମାନେ ସାଂପ୍ରତିକ ସମୟରେ ଓଡିଶାରେ ହିନ୍ଦୀ ଭାଷାର ବ୍ୟବହାରିକ ବ୍ୟବହାର ଉପରେ ନିଜର ମତାମତ ଉପସ୍ଥାପନ କରିଥିଲେ। ପରିଶେଷରେ  ହିନ୍ଦୀ ବିଭାଗର ନବାଗତା ଅଧ୍ୟାପିକା ସୁମନ ମିଶ୍ର ଧନ୍ୟବାଦ  ଅର୍ପଣ କରିଥିଲେ।ଏ ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ସହକର୍ମୀ ବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like