-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା

01-Oct-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିରରେ ଆସନ୍ତା ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏ ଆୟୋଜିତ ହେବ ପ୍ରଥମ ୧୮ ବର୍ଷରୁ କମ୍ ଓ ଷଷ୍ଠ ୨୫ ବର୍ଷରୁ କମ୍ ଜାତୀୟ ଲନ୍ ବଲ୍ ଚାମ୍ପିଅନସିପ । ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ପୋର୍ଟ୍ସ କଂପ୍ଲେକ୍ସ ସ୍ଥିତ ଲନ୍ ବଲ୍ ଗ୍ରୀନ୍‌ରେ ଏହି ପ୍ରତିଯୋଗିତା ହେବ। ଏଥିରେ ଦେଶର ବିଭିନ୍ନ ରାଜ୍ୟରୁ ୧୮ ବର୍ଷରୁ କମ୍ ଓ ୨୫ ବର୍ଷରୁ କମ୍ ବର୍ଗର ଯୁବ ଖେଳାଳିମାନେ ଭାଗ ନେବେ।

ପ୍ରତିଯୋଗିତା ପାଇଁ ଓଡ଼ିଶା ଦଳର ପ୍ରସ୍ତୁତି ଆରମ୍ଭ ହୋଇଛି। ଚୟନିତ ଖେଳାଳିମାନଙ୍କୁ ନେଇ ଗୁରୁବାର ରୁ ୨୦ ଦିନିଆ ରାଜ୍ୟ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଅକ୍ଟୋବର ୧ରୁ ୨୦ ଯାଏ ଚାଲିବାକୁ ଥିବା ଏହି ଶିବିର ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ପୋର୍ଟ୍ସ କଂପ୍ଲେକ୍ସ  ସ୍ଥିତ ଲନ୍ ବଲ୍ ଗ୍ରୀନ୍‌ରେ ଅନୁଷ୍ଠିତ ହେଉଛି।

ଗୁରୁବାର ଏହି ଶିବିରର ଉଦ୍‌ଘାଟନ କରିଥିଲେ ବଲାଙ୍ଗିରର ଅତିରିକ୍ତ  ଜ଼ିଲ୍ଲାପାଳ ପବିତ୍ର ବେହେରା ଓ ଅତିରିକ୍ତ ଆରକ୍ଷୀ ଅଧିକାରୀ ଗୁଣନିଧି ମଲ୍ଲିକ। ଏହି ଅବସରରେ ସ୍ପୋର୍ଟ୍ସ ହଷ୍ଟେଲ ଇନ୍‌ଚାର୍ଜ ପରାଶର ବାଗ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ରଙ୍କ ସମେତ ସମ୍ପୃକ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ଶିବିରରେ ଖେଳାଳିମାନଙ୍କୁ ଲନ୍ ବଲର ବିଭିନ୍ନ କୌଶଳ ସହ ଟେକ୍ନିକ୍ ଓ ଫିଟନେସ୍‌ ଉପରେ ପ୍ରଶିକ୍ଷଣ ଦିଆଯିବ। ଏଥିସହ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଖେଳିବା ପାଇଁ ଆବଶ୍ୟକ ପ୍ରସ୍ତୁତି ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ।

ପ୍ରଶିକ୍ଷଣ ଶିବିରକୁ କ୍ରୀଡ଼ା ବିଭାଗର କୋଚ୍ କୈଳାଶ ମାଝୀ ଓ ସିନିୟର କୋଚ୍ ଲକ୍ଷ୍ମୀକାନ୍ତ ପଟ୍ଟନାୟକ ପରିଚାଳନା କରୁଛନ୍ତି। ସେମାନଙ୍କୁ ନରସିଂହ ରାଣା, ଦିନେଶ ମହାନନ୍ଦ ଓ ଲଳିତ ଶର୍ମା ସହଯୋଗ କରୁଛନ୍ତି।

ଶିବିର ଶେଷ ହେବା ପରେ ଚୟନିତ ଖେଳାଳିମାନେ ଓଡ଼ିଶା ଦଳ ପକ୍ଷରୁ ଜାତୀୟ ଚାମ୍ପିଅନଶିପ୍‌ରେ ଭାଗ ନେବେ। 
ବଲାଙ୍ଗିରରେ ପ୍ରଥମ ଥର ପାଇଁ ଜାତୀୟସ୍ତରର ଲନ୍ ବଲ୍ ପ୍ରତିଯୋଗିତା ଆୟୋଜିତ ହେଉଥିବାରୁ ଜିଲ୍ଲାରେ ଏହି କ୍ରୀଡ଼ାର ବିକାଶ ସହ ନୂଆ ପ୍ରତିଭାଙ୍କୁ ସୁଯୋଗ ମିଳିବ ବୋଲି ଆଶା କରାଯାଉଛି।
ଏନେଇ ରାଜ୍ୟ ଲନ୍ ବଲ୍ ସଂଘର ସମ୍ପାଦକ ସୁମିତ ରଞ୍ଜନ ପୁରୋହିତ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026

You Might Also Like